ମାର୍କ 5:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ପୁଣି, ଭିତରକୁ ଯାଇ ସେମାନଙ୍କୁ କହିଲେ, “କାହିଁକି କୋଳାହଳ ଓ ରୋଦନ କରୁଅଛ? ପିଲାଟି ମରି ନାହିଁ, ମାତ୍ର ଶୋଇପଡ଼ିଅଛି।” ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)39 ପୁଣି ଭିତରକୁ ଯାଇ ସେମାନଙ୍କୁ କହିଲେ, କାହିଁକି କୋଳାହଳ ଓ ରୋଦନ କରୁଅଛ? ପିଲାଟି ମରି ନାହିଁ, ମାତ୍ର ଶୋଇପଡ଼ିଅଛି। ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ39 ପୁଣି, ଭିତରକୁ ଯାଇ ସେମାନଙ୍କୁ କହିଲେ, କାହିଁକି କୋଳାହଳ ଓ ରୋଦନ କରୁଅଛ ? ପିଲାଟି ମରି ନାହିଁ, ମାତ୍ର ଶୋଇପଡ଼ିଅଛି। ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ (CL) NT (BSI)39 ସେ ଭିତରକୁ ଯାଇ ସେମାନଙ୍କୁ କହିଲେ, “କାହିଁକି କୋଳାହଳ କରୁଛ? କାହିଁକି କାନ୍ଦୁଛ? ପିଲାଟି ମରି ନାହିଁ, ଶୋଇଛି।” Viz kapitolaପବିତ୍ର ବାଇବଲ39 ଯୀଶୁ ଘର ଭିତରେ ପ୍ରବେଶ କରି ଲୋକମାନଙ୍କୁ କହିଲେ, “ତୁମ୍ଭେ ସବୁ କାହିଁକି ଏତେ ପାଟିତୁଣ୍ଡ ଓ କନ୍ଦାକଟା କରୁଛ? ଏ ପିଲାଟି ମରି ନାହିଁ, ସେ କେବଳ ଶୋଇ ଯାଇଛି।” Viz kapitola |