ମାର୍କ 5:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ସେ ଅନେକ ଥର ବେଡ଼ି ଓ ଜଞ୍ଜିରରେ ବନ୍ଧା ହୋଇଥିଲା, କିନ୍ତୁ ସେ ଜଞ୍ଜିର ଛିଣ୍ଡାଇଦେଇ ବେଡ଼ିସବୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଥିଲା ଓ ତାହାକୁ ବଶରେ ରଖିବାକୁ କାହାର ବଳ ନ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)4 କାରଣ ସେ ଅନେକ ଥର ବେଡ଼ି ଓ ଜଞ୍ଜିରରେ ବନ୍ଧା ହୋଇଥିଲା, କିନ୍ତୁ ସେ ଜଞ୍ଜିର ଛିଣ୍ତାଇଦେଇ ବେଡ଼ିସବୁ ଖଣ୍ତ ଖଣ୍ତ କରି ଭାଙ୍ଗି ପକାଇଥିଲା ଓ ତାହାକୁ ବଶରେ ରଖିବାକୁ କାହାରି ବଳ ନ ଥିଲା। Viz kapitolaଓଡିଆ ବାଇବେଲ4 କାରଣ ସେ ଅନେକ ଥର ବେଡ଼ି ଓ ଜଞ୍ଜିରରେ ବନ୍ଧା ହୋଇଥିଲା, କିନ୍ତୁ ସେ ଜଞ୍ଜିର ଛିଣ୍ଡାଇଦେଇ ବେଡ଼ିସବୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଥିଲା ଓ ତାହାକୁ ବଶରେ ରଖିବାକୁ କାହାର ବଳ ନ ଥିଲା । Viz kapitolaପବିତ୍ର ବାଇବଲ (CL) NT (BSI)4 ସେ ହାତର ଶିକୁଳି ଛିଣ୍ଡାଇ ଦେଉଥିଲା ଓ ଗୋଡ଼ର ବେଡ଼ି ଭାଙ୍ଗି ଦେଉଥିଲା। ତା’ର ହାତ ପାଦ ଜଞ୍ଜିରରେ ବନ୍ଧା ହେଉଥିଲା। କିନ୍ତୁ ପ୍ରତ୍ୟେକ ଥର ତାକୁ ଆୟତ୍ତ କରିବା ପାଇଁ କାହାର ସାଧ୍ୟ ନ ଥିଲା। Viz kapitolaପବିତ୍ର ବାଇବଲ4 କାରଣ ତାହାକୁ ଅଧିକାଂଶ ସମୟରେ ହାତକଡ଼ି ଓ ବେଡ଼ି ଦ୍ୱାରା ବାନ୍ଧି ଦିଆଯାଉଥିଲା। କିନ୍ତୁ ସେ ହାତକଡ଼ିକୁ ଛିଣ୍ଡାଇ ଖୋଲି ଦେଉଥିଲା ଓ ଶିକୁଳିକୁ ଖଣ୍ଡ ଖଣ୍ଡ କରି ଛିଣ୍ଡାଇ ଦେଉଥିଲା। କେହି ହେଲେ ତାକୁ ନିୟନ୍ତ୍ରିତ କରି ପାରୁ ନ ଥିଲେ। Viz kapitola |