ମାର୍କ 6:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯୀଶୁ ସେହି ସ୍ଥାନରୁ ପ୍ରସ୍ଥାନ କରି ନିଜ ପୈତୃକ ନଗରକୁ ଆସିଲେ ଓ ତାହାଙ୍କ ଶିଷ୍ୟମାନେ ତାହାଙ୍କର ଅନୁସରଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ସେସ୍ଥାନରୁ ସେ ପ୍ରସ୍ଥାନ କରି ନିଜ ପୈତୃକ ନଗରକୁ ଆସିଲେ ଓ ତାହାଙ୍କ ଶିଷ୍ୟମାନେ ତାହାଙ୍କର ଅନୁସରଣ କଲେ। Viz kapitolaଓଡିଆ ବାଇବେଲ1 ସେ ସ୍ଥାନରୁ ସେ ପ୍ରସ୍ଥାନ କରି ନିଜ ପୈତୃକ ନଗରକୁ ଆସିଲେ ଓ ତାହାଙ୍କ ଶିଷ୍ୟମାନେ ତାହାଙ୍କର ଅନୁସରଣ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)1 ଯୀଶୁ ସେହି ଅଞ୍ଚଳ ଛାଡ଼ି ଶିଷ୍ୟମାନଙ୍କ ସହିତ ନିଜ ଗ୍ରାମ (ନାଜରିତ)କୁ ଫେରିଗଲେ। Viz kapitolaପବିତ୍ର ବାଇବଲ1 ଯୀଶୁ ସେ ସ୍ଥାନ ଛାଡ଼ି ନିଜ ଜନ୍ମ ସହରକୁ ଗଲେ। ତାହାଙ୍କ ଶିଷ୍ୟମାନେ ତାହାଙ୍କ ସହିତ ଗଲେ। Viz kapitola |