ମାର୍କ 6:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯେକୌଣସି ଗୃହରେ ପ୍ରବେଶ କରିବ, ସେ ସ୍ଥାନରୁ ପ୍ରସ୍ଥାନ ନ କରିବା ପର୍ଯ୍ୟନ୍ତ ସେଠାରେ ରୁହ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ଯେକୌଣସି ଗୃହରେ ପ୍ରବେଶ କରିବ, ସେ ସ୍ଥାନରୁ ପ୍ରସ୍ଥାନ ନ କରିବା ପର୍ଯ୍ୟନ୍ତ ସେଠାରେ ରୁହ। Viz kapitolaଓଡିଆ ବାଇବେଲ10 ପୁଣି, ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଯେକୌଣସି ଗୃହରେ ପ୍ରବେଶ କରିବ, ସେ ସ୍ଥାନରୁ ପ୍ରସ୍ଥାନ ନ କରିବା ପର୍ଯ୍ୟନ୍ତ ସେଠାରେ ରୁହ । Viz kapitolaପବିତ୍ର ବାଇବଲ (CL) NT (BSI)10 ପୁଣି ସେ କହିଲେ, “ଯେଉଁ ଗୃହରେ ତୁମକୁ ସ୍ୱାଗତ କରାଯାଏ, ଅନ୍ୟତ୍ର ଯିବା ପର୍ଯ୍ୟନ୍ତ ସେହି ଗୃହରେ ରୁହ। Viz kapitolaପବିତ୍ର ବାଇବଲ10 କୌଣସି ଘରେ ପ୍ରବେଶ କଲେ ସେ ସହର ଛାଡ଼ି ଗ୍ଭଲିଯିବା ପର୍ଯ୍ୟନ୍ତ ସେହି ଘରେ ରହିବ। Viz kapitola |