ମାର୍କ 6:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କିନ୍ତୁ ଅନ୍ୟମାନେ କହୁଥିଲେ, ଏ ଏଲୀୟ; ପୁଣି, ଆଉ କେହି କହୁଥିଲେ, ଭାବବାଦୀମାନଙ୍କ ମଧ୍ୟରୁ କୌଣସି ଜଣକ ସଦୃଶ ଏ ଜଣେ ଭାବବାଦୀ। Viz kapitolaପବିତ୍ର ବାଇବଲ (Re-edited) - (BSI)15 କିନ୍ତୁ ଅନ୍ୟମାନେ କହୁଥିଲେ, ଏ ଏଲୀୟ; ପୁଣି ଆଉ କେହି କେହି କହୁଥିଲେ, ଭାବବାଦୀମାନଙ୍କ ମଧ୍ୟରୁ କୌଣସି ଜଣଙ୍କ ସଦୃଶ ଏ ଜଣେ ଭାବବାଦୀ। Viz kapitolaଓଡିଆ ବାଇବେଲ15 କିନ୍ତୁ ଅନ୍ୟମାନେ କହୁଥିଲେ, ଏ ଏଲିୟ; ପୁଣି, ଆଉ କେହି କହୁଥିଲେ, ଭାବବାଦୀମାନଙ୍କ ମଧ୍ୟରୁ କୌଣସି ଜଣକ ସଦୃଶ ଏ ଜଣେ ଭାବବାଦୀ । Viz kapitolaପବିତ୍ର ବାଇବଲ (CL) NT (BSI)15 ଅନ୍ୟମାନେ କହୁଥିଲେ, “ସେ ଏଲିୟ”, ପୁଣି ଆଉ କେତେକ କହିଲେ, “ପୁରାକାଳର ଭାବବାଦୀମାନଙ୍କ ପରି ସେ ମଧ୍ୟ ଜଣେ ଭାବବାଦୀ।” Viz kapitolaପବିତ୍ର ବାଇବଲ15 ଅନ୍ୟମାନେ କହୁଥିଲେ, “ସେ ହେଉଛନ୍ତି ଏଲିୟ।” ଆଉ କେତେକ କହୁଥିଲେ, “ଯୀଶୁ ହେଉଛନ୍ତି ଭବିଷ୍ୟଦ୍ବକ୍ତା, ପ୍ରାଚୀନ କାଳର ଭବିଷ୍ୟଦ୍ବକ୍ତାଙ୍କ ଭଳି ସେ ମଧ୍ୟ ଜଣେ ଭବିଷ୍ୟଦ୍ବକ୍ତା।” Viz kapitola |