ମାର୍କ 6:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କାରଣ ଯୋହନ ହେରୋଦଙ୍କୁ କହୁଥିଲେ, ଆପଣା ଭାଇର ଭାର୍ଯ୍ୟାକୁ ରଖିବା ଆପଣଙ୍କର ବିଧିସଙ୍ଗତ ନୁହେଁ। Viz kapitolaପବିତ୍ର ବାଇବଲ (Re-edited) - (BSI)18 କାରଣ ଯୋହନ ହେରୋଦଙ୍କୁ କହୁଥିଲେ, ଆପଣା ଭାଇର ଭାର୍ଯ୍ୟାକୁ ରଖିବା ଆପଣଙ୍କର ବିଧି-ସଙ୍ଗତ ନୁହେଁ। Viz kapitolaଓଡିଆ ବାଇବେଲ18 କାରଣ ଯୋହନ ହେରୋଦଙ୍କୁ କହୁଥିଲେ, ଆପଣା ଭାଇର ଭାର୍ଯ୍ୟାକୁ ରଖିବା ଆପଣଙ୍କର ବିଧିସଙ୍ଗତ ନୁହେଁ । Viz kapitolaପବିତ୍ର ବାଇବଲ (CL) NT (BSI)18 ତାଙ୍କୁ ବାରମ୍ବାର ଭର୍ତ୍ସନା କରି କହିଥିଲେ, “ଭ୍ରାତୃପତ୍ନୀକୁ ବିବାହ କରି ଆପଣ ଅନୁଚିତ କାର୍ଯ୍ୟ କରିଛନ୍ତି।” Viz kapitolaପବିତ୍ର ବାଇବଲ18 ଯୋହନ ହେରୋଦଙ୍କୁ କହିଥିଲେ, “ତୁମ୍ଭ ଭାଇଙ୍କ ସ୍ତ୍ରୀଙ୍କୁ ବିବାହ କରିବା ଠିକ୍ ନୁହେଁ।” Viz kapitola |