ମାର୍କ 6:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପରେ ସୁଯୋଗର ଦିନ ଉପସ୍ଥିତ ହେଲା। ହେରୋଦ ଆପଣା ଜନ୍ମ ଦିନରେ ପାତ୍ର-ମନ୍ତ୍ରୀ, ପ୍ରଧାନ ପ୍ରଧାନ ସେନାପତି ଓ ଗାଲିଲୀର ବିଶିଷ୍ଟ ବ୍ୟକ୍ତିମାନଙ୍କ ନିମନ୍ତେ ରାତ୍ରି ସମୟରେ ଗୋଟିଏ ଭୋଜ ପ୍ରସ୍ତୁତ କଲେ; Viz kapitolaପବିତ୍ର ବାଇବଲ (Re-edited) - (BSI)21 ପରେ ସୁଯୋଗର ଦିନ ଉପସ୍ଥିତ ହେଲା। ହେରୋଦ ଆପଣା ଜନ୍ମଦିନରେ ପାତ୍ର ମନ୍ତ୍ରୀ, ପ୍ରଧାନ ପ୍ରଧାନ ସେନାପତି ଓ ଗାଲିଲୀର ବିଶିଷ୍ଟ ବ୍ୟକ୍ତିମାନଙ୍କ ନିମନ୍ତେ ରାତ୍ରି ସମୟରେ ଗୋଟିଏ ଭୋଜ ପ୍ରସ୍ତୁତ କଲେ; Viz kapitolaଓଡିଆ ବାଇବେଲ21 ପରେ ସୁଯୋଗର ଦିନ ଉପସ୍ଥିତ ହେଲା । ହେରୋଦ ଆପଣା ଜନ୍ମ ଦିନରେ ପାତ୍ରମନ୍ତ୍ରୀ, ପ୍ରଧାନ ପ୍ରଧାନ ସେନାପତି ଓ ଗାଲିଲୀର ବିଶିଷ୍ଟ ବ୍ୟକ୍ତିମାନଙ୍କ ନିମନ୍ତେ ରାତ୍ରି ସମୟରେ ଗୋଟିଏ ଭୋଜ ପ୍ରସ୍ତୁତ କଲେ; Viz kapitolaପବିତ୍ର ବାଇବଲ (CL) NT (BSI)21 ଥରେ ହେରୋଦିଆକୁ ଗୋଟିଏ ସୁଯୋଗ ମିଳିଗଲା। ହେରୋଦଙ୍କ ଜନ୍ମଦିନ ଉପଲକ୍ଷେ ଆୟୋଜିତ ଭୋଜିକୁ ମୁଖ୍ୟ ରାଜକର୍ମଚାରୀ, ସେନାଧ୍ୟକ୍ଷ ଓ ଗାଲିଲୀର ନେତୃସ୍ଥାନୀୟ ବ୍ୟକ୍ତିମାନେ ନିମନ୍ତ୍ରିତ ହୋଇ ଆସିଥିଲେ। Viz kapitolaପବିତ୍ର ବାଇବଲ21 କିଛି ଦିନ ପରେ ହେରୋଦଙ୍କ ଜନ୍ମ ଦିନରେ ଯୋହନଙ୍କ ମୃତ୍ୟୁ ଘଟାଇବା ପାଇଁ ହେରୋଦିଆକୁ ଗୋଟିଏ ସୁଯୋଗ ମିଳିଗଲା। ତାହାଙ୍କର ଉଚ୍ଚ ଅଧିକାରୀ, ସେନାପତିଗଣ ଏବଂ ଗାଲିଲୀର ବିଶିଷ୍ଟ ବ୍ୟକ୍ତିମାନଙ୍କୁ ହେରୋଦ ରାତ୍ରି ସମୟରେ ଭୋଜି ଦେଉଥା’ନ୍ତି। Viz kapitola |