Online Bible

- Reklamy -




ମାର୍କ 6:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ପୁଣି ଯୀଶୁ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ଘେନି ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟିଗୁଡ଼ିକ ଭାଙ୍ଗି ଲୋକମାନଙ୍କୁ ପରିବେଷଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଦେବାକୁ ଲାଗିଲେ। ପୁଣି, ସେହି ଦୁଇ ମାଛ ସେ ସମସ୍ତଙ୍କ ମଧ୍ୟରେ ଭାଗ କରିଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

41 ପରେ ଯୀଶୁ ସେହି ପାଞ୍ଚୋଟି ରୋଟୀ ଓ ଦୁଇଟି ମାଛ ଘେନି ସ୍ଵର୍ଗ ଆଡ଼େ ଊର୍ଦ୍ଧ୍ଵଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୋଟୀଗୁଡ଼ିକ ଭାଙ୍ଗି ଲୋକମାନଙ୍କୁ ପରିବେଷଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଦେବାକୁ ଲାଗିଲେ। ପୁଣି, ସେହି ଦୁଇ ମାଛ ସେ ସମସ୍ତଙ୍କ ମଧ୍ୟରେ ଭାଗ କରିଦେଲେ।

Viz kapitola kopírovat

ଓଡିଆ ବାଇବେଲ

41 ପରେ ଯୀଶୁ ସେହି ପାଞ୍ଚଟି ରୁଟି ଓ ଦୁଇଟି ମାଛ ଘେନି ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟିଗୁଡ଼ିକ ଭାଙ୍ଗି ଲୋକମାନଙ୍କୁ ପରିବେଷଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଦେବାକୁ ଲାଗିଲେ । ପୁଣି, ସେହି ଦୁଇ ମାଛ ସେ ସମସ୍ତଙ୍କ ମଧ୍ୟରେ ଭାଗ କରିଦେଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

41 ତା’ପରେ ଯୀଶୁ ସେହି ପାଞ୍ଚଟି ରୋଟୀ ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼କୁ ଉଦ୍ଧ୍ୱର୍ଦୃଷ୍ଟି କରି ଈଶ୍ୱରଙ୍କୁ ଧନ୍ୟବାଦ ଦେଲେ। ପୁଣି ସେହି ରୋଟୀଗୁଡ଼ିକୁ ଭାଙ୍ଗି ଲୋକମାନଙ୍କ ମଧ୍ୟରେ ବିତରଣ କରିବାକୁ ଶିଷ୍ୟମାନଙ୍କୁ ଦେଲେ। ସେହିପରି ମାଛ ଦୁଇଟିକୁ ସେମାନଙ୍କ ମଧ୍ୟରେ ବିତରଣ କରିବାକୁ ଦେଲେ।

Viz kapitola kopírovat

ପବିତ୍ର ବାଇବଲ

41 ତା'ପରେ ଯୀଶୁ ପାଞ୍ଚୋଟି ରୋଟୀ ଓ ଦୁଇଟି ମାଛକୁ ଟେକି ସ୍ୱର୍ଗ ଆଡ଼କୁ ଗ୍ଭହିଁ ପରମେଶ୍ୱରଙ୍କୁ ରୋଟୀ ପାଇଁ ଧନ୍ୟବାଦ ଦେଲେ। ସେ ରୋଟୀ ଗୁଡ଼ିକୁ ଛିଣ୍ଡାଇ ଖଣ୍ଡ ଖଣ୍ଡ କରି ଶିଷ୍ୟମାନଙ୍କୁ ଲୋକମାନଙ୍କ ମଧ୍ୟରେ ପରଶିବାକୁ ଦେଲେ। ତା'ପରେ ମାଛକୁ ମଧ୍ୟ ସେ ଖଣ୍ଡ ଖଣ୍ଡ କଲେ ଓ ଲୋକଙ୍କ ମଧ୍ୟରେ ସେହିଭଳି ବାଣ୍ଟି ଦେଲେ।

Viz kapitola kopírovat




ମାର୍କ 6:41

Následuj nás:

Reklamy


Reklamy