ମାର୍କ 7:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେଥିରେ ଯୀଶୁ ସେମାନଙ୍କୁ କହିବାକୁ ଲାଗିଲେ, “ତୁମ୍ଭେମାନେ ମଧ୍ୟ କଅଣ ସେହିପରି ଅବୋଧ? ଯାହା କିଛି ବାହାରୁ ମନୁଷ୍ୟ ଭିତରେ ପ୍ରବେଶ କରେ, ତାହା ତାହାକୁ ଅଶୁଚି କରିପାରେ ନାହିଁ, Viz kapitolaପବିତ୍ର ବାଇବଲ (Re-edited) - (BSI)18 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ମଧ୍ୟ କଅଣ ସେହିପରି ଅବୋଧ? ଯାହା କିଛି ବାହାରୁ ମନୁଷ୍ୟ ଭିତରେ ପ୍ରବେଶ କରେ, ତାହା ତାହାକୁ ଅଶୁଚି କରି ପାରେ ନାହିଁ, Viz kapitolaଓଡିଆ ବାଇବେଲ18 ସେଥିରେ ଯୀଶୁ ସେମାନଙ୍କୁ କହିବାକୁ ଲାଗିଲେ, ତୁମ୍ଭେମାନେ ମଧ୍ୟ କଅଣ ସେହିପରି ଅବୋଧ ? ଯାହା କିଛି ବାହାରୁ ମନୁଷ୍ୟ ଭିତରେ ପ୍ରବେଶ କରେ, ତାହା ତାକୁ ଅଶୁଚି କରି ପାରେ ନାହିଁ, Viz kapitolaପବିତ୍ର ବାଇବଲ (CL) NT (BSI)18 ଯୀଶୁ ସେମାନଙ୍କୁ କହିଲେ, “ଅନ୍ୟମାନଙ୍କ ପରି ତୁମର ମଧ୍ୟ ବୁଝିବା ଶକ୍ତି କ’ଣ ଏତେ ଅଳ୍ପ? ଏତିକି ବଝି ପାରୁ ନାହଁ? ଯାହା ସବୁ ମନୁଷ୍ୟ ଶରୀରରେ ବାହାରୁ ପ୍ରବେଶ କରେ, ତାହା ତାକୁ ଅଶୁଚି କରିପାରେ ନାହିଁ - Viz kapitolaପବିତ୍ର ବାଇବଲ18 ଯୀଶୁ କହିଲେ, “ତୁମ୍ଭେମାନେ ମଧ୍ୟ, ଅନ୍ୟମାନଙ୍କ ଭଳି କ’ଣ ବୁଝି ପାରିଲ ନାହିଁ? ତୁମ୍ଭେମାନେ କ’ଣ ବୁଝି ପାରୁ ନ ଯେ, ଲୋକର ଭିତରକୁ ବାହାରୁ କୌଣସି ବସ୍ତୁ ଗଲେ ତାହା ସେହି ଲୋକକୁ ଦୂଷିତ କରିପାରେ ନାହିଁ। Viz kapitola |