ମାର୍କ 7:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ସେହିକ୍ଷଣି ଜଣେ ସ୍ତ୍ରୀ, ଯାହାର ଝିଅଟିକୁ ଅଶୁଚି ଆତ୍ମା ଲାଗିଥିଲା, ସେ ତାହାଙ୍କ ବିଷୟ ଶୁଣି ତାହାଙ୍କ ଚରଣ ତଳେ ଆସି ପଡ଼ିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)25 ସେହିକ୍ଷଣି ଜଣେ ସ୍ତ୍ରୀ, ଯାହାର ଝିଅଟିକି ଅଶୁଚି ଆତ୍ମା ଲାଗିଥିଲା, ସେ ତାହାଙ୍କ ବିଷୟ ଶୁଣି ତାହାଙ୍କ ଚରଣ ତଳେ ଆସି ପଡ଼ିଲା। Viz kapitolaଓଡିଆ ବାଇବେଲ25 ସେହିକ୍ଷଣି ଜଣେ ସ୍ତ୍ରୀ, ଯାହାର ଝିଅଟିକୁ ଅଶୁଚି ଆତ୍ମା ଲାଗିଥିଲା, ସେ ତାହାଙ୍କ ବିଷୟ ଶୁଣି ତାହାଙ୍କ ଚରଣ ତଳେ ଆସି ପଡ଼ିଲା । Viz kapitolaପବିତ୍ର ବାଇବଲ (CL) NT (BSI)25 ଜଣେ ସ୍ତ୍ରୀ ଲୋକର ଝିଅ ଭୂତଗ୍ରସ୍ତ ହୋଇଥିଲା। ଯୀଶୁଙ୍କ ଆଗମନ କଥା ଶୁଣିବା ମାତ୍ରେ ସେ ତାଙ୍କ ନିକଟକୁ ଆସି ତାଙ୍କ ଗୋଡ଼ତଳେ ପଡ଼ିଲା। Viz kapitolaପବିତ୍ର ବାଇବଲ25 ଜଣେ ସ୍ତ୍ରୀଲୋକ ଯୀଶୁ ଆସିଥିବା ଖବର ଶୁଣି ପାରିଲା। ତା'ର ଝିଅ ଦେହରେ ଦୁଷ୍ଟାତ୍ମା ପ୍ରବେଶ କରି ରହିଥିଲା। ତେଣୁ ସେ ସଙ୍ଗେ ସଙ୍ଗେ ଯୀଶୁଙ୍କ ପାଖକୁ ଆସି ତାହାଙ୍କ ପାଦ ତଳେ ପଡ଼ିଗଲା। Viz kapitola |