ମାର୍କ 8:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତେଣୁ ସେ ଅନ୍ଧଟିର ହାତ ଧରି ତାହାକୁ ଗାଁ ବାହାରକୁ ଘେନିଗଲେ, ପୁଣି, ତାହାର ଅାଖିରେ ଛେପ ପକାଇ ଓ ତାହା ଉପରେ ହାତ ଥୋଇ ତାହାକୁ ପଚାରିଲେ, ତୁମ୍ଭେ କି କିଛି ଦେଖୁଅଛ? Viz kapitolaପବିତ୍ର ବାଇବଲ (Re-edited) - (BSI)23 ତେଣୁ ଯୀଶୁ ଅନ୍ଧଟିର ହାତ ଧରି ତାହାକୁ ଗାଁ ବାହାରକୁ ଘେନିଗଲେ, ପୁଣି ତାହାର ଆଖିରେ ଛେପ ପକାଇ ଓ ତାହା ଉପରେ ହାତ ଥୋଇ ତାହାକୁ ପଚାରିଲେ, ତୁମ୍ଭେ କି କିଛି ଦେଖୁଅଛ? Viz kapitolaଓଡିଆ ବାଇବେଲ23 ତେଣୁ ସେ ଅନ୍ଧଟିର ହାତ ଧରି ତାହାକୁ ଗାଁ ବାହାରକୁ ଘେନିଗଲେ, ପୁଣି, ତାହାର ଅାଖିରେ ଛେପ ପକାଇ ଓ ତାହା ଉପରେ ହାତ ଥୋଇ ତାହାକୁ ପଚାରିଲେ, ତୁମ୍ଭେ କି କିଛି ଦେଖୁଅଛ ? Viz kapitolaପବିତ୍ର ବାଇବଲ (CL) NT (BSI)23 ଯୀଶୁ ଅନ୍ଧର ହାତ ଧରି ତାକୁ ଗ୍ରାମର ବାହାରକୁ ନେଇଗଲେ। ସେଠାରେ ତା’ର ଆଖିରେ ଛେପ ଲଗାଇ ତା’ ଦେହରେ ହାତ ରଖି ତାକୁ ପଚାରିଲେ, “କିଛି ଦେଖି ପାରୁଛ?” Viz kapitolaପବିତ୍ର ବାଇବଲ23 ଯୀଶୁ ଅନ୍ଧ ଲୋକଟିର ହାତ ଧରି ତାକୁ ଗାଁ ବାହାରକୁ କଢ଼ାଇ ନେଇଗଲେ। ସେ ଅନ୍ଧଟିର ଆଖିରେ ଛେପ ପକାଇଲେ। ତା’ ଉପରେ ହାତ ରଖି ତାକୁ ପଗ୍ଭରିଲେ, “ତୁମ୍ଭେ କିଛି ଦେଖି ପାରୁଛ କି?” Viz kapitola |