ମାର୍କ 8:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ନିଜ ଜୀବନ ହରାଏ, ତେବେ ତାହାର କି ଲାଭ? Viz kapitolaପବିତ୍ର ବାଇବଲ (Re-edited) - (BSI)36 ଆଉ, ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ନିଜ ଜୀବନ ହରାଏ, ତେବେ ତାହାର କି ଲାଭ? Viz kapitolaଓଡିଆ ବାଇବେଲ36 ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ନିଜ ଜୀବନ ହରାଏ, ତେବେ ତାହାର କି ଲାଭ ? Viz kapitolaପବିତ୍ର ବାଇବଲ (CL) NT (BSI)36 ଜଣେ ବ୍ୟକ୍ତି ସମଗ୍ର ଜଗତକୁ ଲାଭ କରି ନିଜ ଜୀବନକୁ ହରାଇଲେ, ତାହାର କଅଣ କିଛି ଲାଭ ହେବ? ନିଶ୍ଚିତ ଭାବରେ ନୁହେଁ। Viz kapitolaପବିତ୍ର ବାଇବଲ36 ଯଦି କୌଣସି ଲୋକ ସମସ୍ତ ପୃଥିବୀକୁ ଲାଭ କରେ କିନ୍ତୁ ନିଜର ଜୀବନ ହରେଇ ବସେ, ତେବେ ସେଥିରେ କ’ଣ ଲାଭ ଅଛି? Viz kapitola |