ମାର୍କ 9:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଲୋକସମୂହ ଯୀଶୁଙ୍କୁ ଦେଖିବା ମାତ୍ରେ ଅତିଶୟ ବିସ୍ମୟାନ୍ୱିତ ହେଲେ ଓ ଦୌଡ଼ିଆସି ତାହାଙ୍କୁ ନମସ୍କାର କରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଲୋକସମୂହ ତାହାଙ୍କୁ ଦେଖିବାମାତ୍ରେ ଅତିଶୟ ବିସ୍ମୟାନ୍ଵିତ ହେଲେ ଓ ଦୌଡ଼ିଆସି ତାହାଙ୍କୁ ନମସ୍କାର କରିବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ15 ଲୋକସମୂହ ଯୀଶୁଙ୍କୁ ଦେଖିବା ମାତ୍ରେ ଅତିଶୟ ବିସ୍ମୟାନ୍ୱିତ ହେଲେ ଓ ଦୌଡ଼ିଆସି ତାହାଙ୍କୁ ନମସ୍କାର କରିବାକୁ ଲାଗିଲେ । Viz kapitolaପବିତ୍ର ବାଇବଲ (CL) NT (BSI)15 ଲୋକେ ହଠାତ୍ ଯୀଶୁଙ୍କୁ ଦେଖି ବିସ୍ମିତ ହେଲେ ଏବଂ ଦୌଡ଼ିଯାଇ ତାଙ୍କୁ ନମସ୍କାର କଲେ। Viz kapitolaପବିତ୍ର ବାଇବଲ15 ଯେତେବେଳେ ଲୋକମାନେ ଯୀଶୁଙ୍କୁ ଦେଖିଲେ, ସେମାନେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ତାହାଙ୍କୁ ସ୍ୱାଗତ କରିବାକୁ ତାହାଙ୍କ ପାଖକୁ ଦୌଡ଼ିଗଲେ। Viz kapitola |