ମାର୍କ 9:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଲୋକସମୂହ ମଧ୍ୟରୁ ଜଣେ ତାହାଙ୍କୁ ଉତ୍ତର ଦେଲା, ହେ ଗୁରୁ, ମୁଁ ମୋହର ପୁଅକୁ ଆପଣଙ୍କ ନିକଟକୁ ଆଣିଥିଲି; ତାହାକୁ ଗୋଟିଏ ଘୁଙ୍ଗା ଭୂତ ଲାଗିଛି; Viz kapitolaପବିତ୍ର ବାଇବଲ (Re-edited) - (BSI)17 ଲୋକସମୂହ ମଧ୍ୟରୁ ଜଣେ ତାହାଙ୍କୁ ଉତ୍ତର ଦେଲା, ହେ ଗୁରୁ, ମୁଁ ମୋର ପୁଅକୁ ଆପଣଙ୍କ ନିକଟକୁ ଆଣିଥିଲି; ତାହାକୁ ଗୋଟିଏ ଘୁଙ୍ଗା ଭୂତ ଲାଗିଛି; Viz kapitolaଓଡିଆ ବାଇବେଲ17 ଲୋକସମୂହ ମଧ୍ୟରୁ ଜଣେ ତାହାଙ୍କୁ ଉତ୍ତର ଦେଲା, ହେ ଗୁରୁ, ମୁଁ ମୋର ପୁଅକୁ ଆପଣଙ୍କ ନିକଟକୁ ଆଣିଥିଲି; ତାହାକୁ ଗୋଟିଏ ଘୁଙ୍ଗା ଭୂତ ଲାଗିଛି; Viz kapitolaପବିତ୍ର ବାଇବଲ (CL) NT (BSI)17 ଲୋକ ଗହଳି ଭିତରୁ ଜଣେ ଉତ୍ତର ଦେଇ କହିଲା, “ଗୁରୁ, ମୋ’ ପୁଅକୁ ଭୂତ ଧରିଛି ଏବଂ ସେ କଥା କହିପାରୁ ନାହିଁ। ତାକୁ ମୁଁ ଆପଣଙ୍କ ନିକଟକୁ ଆଣିଥିଲି। Viz kapitolaପବିତ୍ର ବାଇବଲ17 ଭିଡ଼ ଭିତରୁ ଜଣେ ଲୋକ ଉତ୍ତର ଦେଲୋ, “ହେ ଗୁରୁ, ମୁଁ ମୋ’ ପୁଅକୁ ଆପଣଙ୍କ ପାଖକୁ ଆଣିଥିଲି। ତା’ ଦେହରେ ଦୁଷ୍ଟାତ୍ମାଟିଏ ପ୍ରବେଶ କରି ତାକୁ କଥା କହିବାକୁ ଦେଉ ନାହିଁ। Viz kapitola |