Online Bible

- Reklamy -




ମାର୍କ 9:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଯେକୌଣସି ସ୍ଥାନରେ ସେ ତାହାକୁ ଧରେ, ତାହାକୁ ତଳେ ପକାଇଦିଏ ତାହାର ମୁହଁରୁ ଫେଣ ବାହାରେ ଓ ସେ ଦାନ୍ତ ରଗଡ଼େ, ଆଉ ସେ ଶୁଖିଯାଉଅଛି; ତାହାକୁ ଛଡ଼ାଇବା ନିମନ୍ତେ ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ କହିଥିଲି, କିନ୍ତୁ ସେମାନେ ପାରିଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ଯେକୌଣସି ସ୍ଥାନରେ ସେ ତାହାକୁ ଧରେ, ତାହାକୁ ତଳେ ପକାଇଦିଏ, ତାହାର ମୁହଁରୁ ଫେଣ ବାହାରେ ଓ ସେ ଦା; ରଗଡ଼େ, ଆଉ ସେ ଶୁଖିଯାଉଅଛି; ତାହାକୁ ଛଡ଼ାଇବା ନିମନ୍ତେ ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ କହିଥିଲି, କିନ୍ତୁ ସେମାନେ ପାରିଲେ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

18 ଯେକୌଣସି ସ୍ଥାନରେ ସେ ତାହାକୁ ଧରେ, ତାହାକୁ ତଳେ ପକାଇଦିଏ ତାହାର ମୁହଁରୁ ଫେଣ ବାହାରେ ଓ ସେ ଦାନ୍ତ ରଗଡ଼େ, ଆଉ ସେ ଶୁଖିଯାଉଅଛି; ତାହାକୁ ଛଡ଼ାଇବା ନିମନ୍ତେ ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ କହିଥିଲି, କିନ୍ତୁ ସେମାନେ ପାରିଲେ ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

18 ଭୂତ ତାକୁ ଥରେ ଥରେ ତଳେ ପକାଇ ଦିଏ। ସେତେବେଳେ ତା’ ମୁହଁରୁ ଫେଣ ବାହାରେ, ସେ ତା’ ଦାନ୍ତ ରଗଡ଼େ ଓ ତା’ ଦେହ ଅଚଳ ହୋଇଯାଏ। ଭୂତ ଛଡ଼ାଇବା ପାଇଁ ଆପଣଙ୍କ ଶିଷ୍ୟମାନଙ୍କୁ କହିଲି, କିନ୍ତୁ ସେମାନେ କିଛି କରିପାରିଲେ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ

18 ଦୁଷ୍ଟାତ୍ମା ପୁଅକୁ ଆକ୍ରମଣ କରୁଛି। ସେ ଆକ୍ରମଣ କଲାବେଳେ ପୁଅକୁ ତଳେ କଗ୍ଭଡ଼ି ଦେଉଛି। ପୁଅ ମୁହଁରୁ ଫେଣ ବାହାରୁଛି ଓ ସେ ଦାନ୍ତ କଡ଼ମଡ଼ କରୁଛି ଓ ଶୁଖିଯାଉଛି, ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ ସେହି ଦୁଷ୍ଟାତ୍ମାକୁ ବାହାର କରି ଦେବାକୁ ଅନୁରୋଧ କଲି, କିନ୍ତୁ ସେମାନେ ତାକୁ ବାହାର କରି ପାରିଲେ ନାହିଁ।”

Viz kapitola kopírovat




ମାର୍କ 9:18

Následuj nás:

Reklamy


Reklamy