ମାର୍କ 9:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ପୁଣି, ସେ ଗୃହକୁ ଆସନ୍ତେ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ଗୋପନରେ ପଚାରିବାକୁ ଲାଗିଲେ, ଆମ୍ଭେମାନେ କାହିଁକି ତାହାକୁ ଛଡ଼ାଇ ପାରିଲୁ ନାହିଁ? Viz kapitolaପବିତ୍ର ବାଇବଲ (Re-edited) - (BSI)28 ପୁଣି, ସେ ଗୃହକୁ ଆସନ୍ତେ, ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ଗୋପନରେ ପଚାରିବାକୁ ଲାଗିଲେ, ଆମ୍ଭେମାନେ କାହିଁକି ତାହାକୁ ଛଡ଼ାଇ ପାରିଲୁ ନାହିଁ? Viz kapitolaଓଡିଆ ବାଇବେଲ28 ପୁଣି, ସେ ଗୃହକୁ ଆସନ୍ତେ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ଗୋପନରେ ପଚାରିବାକୁ ଲାଗିଲେ, ଆମ୍ଭେମାନେ କାହିଁକି ତାହାକୁ ଛଡ଼ାଇ ପାରିଲୁ ନାହିଁ ? Viz kapitolaପବିତ୍ର ବାଇବଲ (CL) NT (BSI)28 ଯୀଶୁ ଘର ଭିତରକୁ ଯିବା ପରେ ଶିଷ୍ୟମାନେ ତାଙ୍କୁ ନିଭୃତରେ ପଚାରିଲେ, “ଆମେ କାହିଁକି ସେହି ପ୍ରେତାତ୍ମାକୁ ତଡ଼ିଦେଇ ପାରିବୁ ନାହିଁ?” Viz kapitolaପବିତ୍ର ବାଇବଲ28 ତା'ପରେ ଯୀଶୁ ଘର ଭିତରକୁ ଗଲେ। କେବଳ ତାହାଙ୍କ ଶିଷ୍ୟମାନେ ତାହାଙ୍କ ସହିତ ସେଠାରେ ଥିଲେ। ସେମାନେ ତାହାଙ୍କୁ ପଗ୍ଭରିଲେ, “ଆମ୍ଭେମାନେ ଦୁଷ୍ଟାତ୍ମାକୁ କାହିଁକି ବାହାର କରି ପାରିଲୁନି?” Viz kapitola |