ମାର୍କ 9:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ, କାରଣ କିଏ ଶ୍ରେଷ୍ଠ, ଏ ବିଷୟ ଘେନି ସେମାନେ ବାଟରେ ପରସ୍ପର ବାଦାନୁବାଦ କରିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)34 କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ, କାରଣ କିଏ ଶ୍ରେଷ୍ଠ, ଏ ବିଷୟ ଘେନି ସେମାନେ ବାଟରେ ପରସ୍ପର ବାଦାନୁବାଦ କରିଥିଲେ। Viz kapitolaଓଡିଆ ବାଇବେଲ34 କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ, କାରଣ କିଏ ଶ୍ରେଷ୍ଠ, ଏ ବିଷୟ ଘେନି ସେମାନେ ବାଟରେ ପରସ୍ପର ବାଦାନୁବାଦ କରିଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)34 ସେମାନେ ନିରୁତ୍ତର ରହିଲେ, କାରଣ ସେମାନଙ୍କ ମଧ୍ୟରେ ସବୁଠାରୁ କିଏ ବଡ଼, ଏ ବିଷୟରେ ସେମାନେ ବାଟରେ ଆଲୋଚନା କରୁଥିଲେ। Viz kapitolaପବିତ୍ର ବାଇବଲ34 କିନ୍ତୁ ଶିଷ୍ୟମାନେ ଚୁପ୍ ରହିଲେ। କାରଣ ସେମାନେ ବାଟରେ ଯୁକ୍ତିତର୍କ କରୁଥିଲେ ଯେ, ତାହାଙ୍କ ଭିତରେ ସବୁଠାରୁ ଶ୍ରେଷ୍ଠ କିଏ? Viz kapitola |