ମାର୍କ 9:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ମୋଶା ଏବଂ ଏଲୀୟ ଯୀଶୁଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିବାର ସେମାନେ ଦେଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ପୁଣି, ମୋଶାଙ୍କ ସହିତ ଏଲୀୟ ଯୀଶୁଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିବା ସେମାନଙ୍କୁ ଦେଖାଗଲା। Viz kapitolaଓଡିଆ ବାଇବେଲ4 ପୁଣି, ମୋଶା ଏବଂ ଏଲିୟ ଯୀଶୁଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିବାର ସେମାନେ ଦେଖିଲେ । Viz kapitolaପବିତ୍ର ବାଇବଲ (CL) NT (BSI)4 ତା’ପରେ ତିନି ଶିଷ୍ୟ ଦେଖିଲେ, ଏଲିୟ ଓ ମୋଶା ଆବିର୍ଭୂତ ହୋଇ ଯୀଶୁଙ୍କ ସହିତ କଥାବାର୍ତ୍ତା ହେଉଛନ୍ତି। Viz kapitolaପବିତ୍ର ବାଇବଲ4 ଏଲିୟ ଓ ମୋଶା ଯୀଶୁଙ୍କ ସହିତ ପ୍ରକାଶିତ ହେଲେ। ସେମାନେ ଯୀଶୁଙ୍କ ସହିତ କଥାବାର୍ତ୍ତା କରୁଥିଲେ। Viz kapitola |