ମାର୍କ 9:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଲୋକ ବୋଲି ଯେ କେହି ତୁମ୍ଭମାନଙ୍କୁ ଗିନାଏ ପାଣି ପିଇବାକୁ ଦେବ, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)41 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଲୋକ ବୋଲି ଯେକେହି ତୁମ୍ଭମାନଙ୍କୁ ଗିନାଏ ପାଣି ପିଇବାକୁ ଦେବ, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ। Viz kapitolaଓଡିଆ ବାଇବେଲ41 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଲୋକ ବୋଲି ଯେ କେହି ତୁମ୍ଭମାନଙ୍କୁ ଗିନାଏ ପାଣି ପିଇବାକୁ ଦେବ, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)41 ମୁଁ ପ୍ରତିଜ୍ଞା କରି କହୁଛି, ମୋର ଅନୁଗାମୀ ବୋଲି ତୁମ୍ଭମାନଙ୍କୁ କେହି ଯଦି ପିଇବା ପାଇଁ ଗିଲାସେ ପାଣି ଦିଏ, ସେ ନିଶ୍ଚୟ ସେଥିପାଇଁ ପୁରସ୍କୃତ ହେବ। Viz kapitolaପବିତ୍ର ବାଇବଲ41 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଲୋକ ବୋଲି ଯଦି କେହି ତୁମ୍ଭମାନଙ୍କୁ ଗିନାଏ ପାଣି ପିଇବାକୁ ଦିଏ, ତେବେ ତାକୁ ଏଥିପାଇଁ ନିଶ୍ଚୟ ପୁରସ୍କାର ମିଳିବ। Viz kapitola |