ମାର୍କ 9:43 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ପୁଣି, ତୁମ୍ଭର ହସ୍ତ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ; ଦୁଇ ହସ୍ତ ଘେନି ନର୍କ, ଅର୍ଥାତ୍ ଅନିର୍ବାଣ ଅଗ୍ନି ମଧ୍ୟକୁ ଯିବା ଅପେକ୍ଷା ବରଂ ପଙ୍ଗୁ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ। Viz kapitolaପବିତ୍ର ବାଇବଲ (Re-edited) - (BSI)43 ପୁଣି, ତୁମ୍ଭର ହସ୍ତ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ; ଦୁଇ ହସ୍ତ ଘେନି ନରକ, ଅର୍ଥାତ୍, ଅନିର୍ବାଣ ଅଗ୍ନି ମଧ୍ୟକୁ ଯିବା ଅପେକ୍ଷା ବରଂ ପଙ୍ଗୁ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ। Viz kapitolaଓଡିଆ ବାଇବେଲ43 ପୁଣି, ତୁମ୍ଭର ହସ୍ତ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ; ଦୁଇ ହସ୍ତ ଘେନି ନର୍କ, ଅର୍ଥାତ୍ ଅନିର୍ବାଣ ଅଗ୍ନି ମଧ୍ୟକୁ ଯିବା ଅପେକ୍ଷା ବରଂ ପଙ୍ଗୁ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ । Viz kapitolaପବିତ୍ର ବାଇବଲ (CL) NT (BSI)43 ଯଦି ତୁମର ଗୋଟିଏ ହାତ ଯୋଗୁଁ ବିଶ୍ୱାସ ହରାଉଥାଅ, ସେହି ହାତଟିକୁ କାଟି ପକାଅ। ଦୁଇଟି ହାତ ଥାଇ ଅହର୍ନିଶି ଜଳୁଥିବା ନରକାଗ୍ନିରେ ପଡ଼ିବାଠାରୁ ଗୋଟିଏ ହାତ ନ ଥାଇ ଅନନ୍ତ ଜୀବନରେ ପ୍ରବେଶ କରିବା ଶ୍ରେୟସ୍କର। Viz kapitolaପବିତ୍ର ବାଇବଲ43 ଯଦି ତୁମ୍ଭର ହାତ ତୁମ୍ଭକୁ ପାପ କରାଏ, ତେବେ ତାକୁ କାଟିଦିଅ। କାରଣ ଦୁଇ ହାତ ଥାଇ ଅନନ୍ତ କାଳ ଧରି ଜଳୁଥିବା ନର୍କର ନିଆଁ ଭିତରେ ତୁମ୍ଭକୁ ଫିଙ୍ଗି ଦିଆଯିବା ଅପେକ୍ଷା ବରଂ ତୁମ୍ଭେ ପଙ୍ଗୁ ହୋଇ ଅନନ୍ତ ଜୀବନ ଲାଭ କରିବା ଭଲ। Viz kapitola |