ନାହୂମ 2:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯେଉଁ ଲୋକ କଚାଡ଼ି ଖଣ୍ଡ ଖଣ୍ଡ କରେ, ସେ ତୁମ୍ଭ (ନୀନିବୀ) ସମ୍ମୁଖରେ ଉପସ୍ଥିତ ହୋଇଅଛି; ଦୁର୍ଗ ରକ୍ଷା କର, ପଥ ନିରୀକ୍ଷଣ କର, ଆପଣା କଟି ଦୃଢ଼ କର, ଆପଣାକୁ ଅତିଶୟ ବଳବାନ କର। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଯେଉଁ ଲୋକ କଚାଡ଼ି ଖଣ୍ତ ଖଣ୍ତ କରେ, ସେ ତୁମ୍ଭ (ନୀନିବୀ) ସମ୍ମୁଖରେ ଉପସ୍ଥିତ ହୋଇଅଛି; ଦୁର୍ଗ ରକ୍ଷା କର, ପଥ ନିରୀକ୍ଷଣ କର, ଆପଣା କଟି ଦୃଢ଼ କର, ଆପଣାକୁ ଅତିଶୟ ବଳବାନ କର। Viz kapitolaଓଡିଆ ବାଇବେଲ1 ଯେଉଁ ଲୋକ କଚାଡ଼ି ଖଣ୍ଡ ଖଣ୍ଡ କରେ, ସେ ତୁମ୍ଭ (ନୀନିବୀ) ସମ୍ମୁଖରେ ଉପସ୍ଥିତ ହୋଇଅଛି; ଦୁର୍ଗ ରକ୍ଷା କର, ପଥ ନିରୀକ୍ଷଣ କର, ଆପଣା କଟି ଦୃଢ଼ କର, ଆପଣାକୁ ଅତିଶୟ ବଳବାନ କର। Viz kapitolaପବିତ୍ର ବାଇବଲ1 କେହି ଜଣେ ତୁମ୍ଭମାନଙ୍କୁ ଛିନ୍ନଛତ୍ର କରିବାକୁ ଆସୁଛି। ତେଣୁ ତୁମ୍ଭ ସୁଦୃଢ଼ ସ୍ଥାନଗୁଡ଼ିକୁ ଜଗ। ରାସ୍ତାଗୁଡ଼ିକ ଉପରେ ଦୃଷ୍ଟି ରଖ। ଯୁଦ୍ଧ ପାଇଁ ସଜ ହୁଅ ଏବଂ ନିଜର ପାରୁ ପର୍ଯ୍ୟନ୍ତ ନିଜକୁ ସଜାଗ ରଖ। Viz kapitola |