Online Bible

- Reklamy -




ନାହୂମ 2:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସିଂହମାନଙ୍କର ଗର୍ତ୍ତ, ଯେଉଁ ସ୍ଥାନରେ ସିଂହ ଓ ସିଂହୀ ଓ ସିଂହଶାବକ ଭ୍ରମଣ କଲେ ଓ କେହି ସେମାନଙ୍କୁ ଭୟ ଦେଖାଇଲା ନାହିଁ, ଏପରି ଯୁବା ସିଂହଗଣର ଖାଇବା ସ୍ଥାନ କାହିଁ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ସିଂହମାନଙ୍କର ଗର୍ତ୍ତ, ଯେଉଁ ସ୍ଥାନରେ ସିଂହ ଓ ସିଂହୀ ଓ ସିଂହଶାବକ ବିହାର କଲେ ଓ କେହି ସେମାନଙ୍କୁ ଭୟ ଦେଖାଇଲା ନାହିଁ, ଏପରି ଯୁବା ସିଂହଗଣର ଖାଇବା ସ୍ଥାନ କାହିଁ?

Viz kapitola kopírovat

ଓଡିଆ ବାଇବେଲ

11 ସିଂହମାନଙ୍କର ଗର୍ତ୍ତ, ଯେଉଁ ସ୍ଥାନରେ ସିଂହ ଓ ସିଂହୀ ଓ ସିଂହଶାବକ ଭ୍ରମଣ କଲେ ଓ କେହି ସେମାନଙ୍କୁ ଭୟ ଦେଖାଇଲା ନାହିଁ, ଏପରି ଯୁବା ସିଂହଗଣର ଖାଇବା ସ୍ଥାନ କାହିଁ ?

Viz kapitola kopírovat

ପବିତ୍ର ବାଇବଲ

11 ସେହି ସିଂହଗୁମ୍ଫା ନୀନିବୀ କେଉଁଠି? ସିଂହ ଏବଂ ସିଂହୀ ସେଠାରେ ବାସ କରୁଥିଲେ। ସେମାନଙ୍କର ସିଂହ ଶାବକଗୁଡ଼ିକୁ ସେଠାରେ ଖାଉଥିଲେ ଏବଂ ଭୟଭୀତ ନ ଥିଲେ।

Viz kapitola kopírovat




ନାହୂମ 2:11

Následuj nás:

Reklamy


Reklamy