Online Bible

- Reklamy -




ନାହୂମ 2:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ, ଆମ୍ଭେ ତାହାର ରଥସବୁ ଦଗ୍ଧ କରି ଧୂଆଁରେ ଲୀନ କରିବା ଓ ଖଡ୍ଗ ତୁମ୍ଭର ଯୁବା ସିଂହଗଣକୁ ଗ୍ରାସ କରିବ; ପୁଣି, ଆମ୍ଭେ ପୃଥିବୀରୁ ତୁମ୍ଭର ମୃଗୟା ଉଚ୍ଛିନ୍ନ କରିବା ଓ ତୁମ୍ଭ ଦୂତଗଣର ରବ ଆଉ ଶୁଣାଯିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ, ଆମ୍ଭେ ତାହାର ରଥସବୁ ଦଗ୍ଧ କରି ଧୂଆଁରେ ଲୀନ କରିବା ଓ ଖଡ଼୍‍ଗ ତୁମ୍ଭର ଯୁବାସିଂହ-ଗଣକୁ ଗ୍ରାସ କରିବ; ପୁଣି, ଆମ୍ଭେ ପୃଥିବୀରୁ ତୁମ୍ଭର ମୃଗୟା ଉଚ୍ଛିନ୍ନ କରିବା ଓ ତୁମ୍ଭ ଦୂତଗଣର ରବ ଆଉ ଶୁଣାଯିବ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

13 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ, ଆମ୍ଭେ ତାହାର ରଥସବୁ ଦଗ୍ଧ କରି ଧୂଆଁରେ ଲୀନ କରିବା ଓ ଖଡ୍ଗ ତୁମ୍ଭର ଯୁବା ସିଂହଗଣକୁ ଗ୍ରାସ କରିବ; ପୁଣି, ଆମ୍ଭେ ପୃଥିବୀରୁ ତୁମ୍ଭର ମୃଗୟା ଉଚ୍ଛିନ୍ନ କରିବା ଓ ତୁମ୍ଭ ଦୂତଗଣର ରବ ଆଉ ଶୁଣାଯିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

13 ସର୍ବଶକ୍ତିମାନ୍ ସଦାପ୍ରଭୁ ପରମେଶ୍ୱର କୁହନ୍ତି, “ନୀନିବୀ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଅଛୁ। ଆମ୍ଭେ ତୁମ୍ଭର ରଥକୁ ଜାଳିଦେବା ଓ ତୁମ୍ଭର ‘ଯୁବକ ସିଂହମାନଙ୍କୁ’ ଖଣ୍ଡାରେ ହତ୍ୟା କରିବା। ଆମ୍ଭେ ତୁମ୍ଭମାନଙ୍କର ଶିକାରକୁ ପୃଥିବୀରୁ ଲୋପ କରିଦେବା। ଲୋକମାନେ ଆଉ କେବେ ମନ୍ଦ ଖବର ତୁମ୍ଭ ଦୂତଠାରୁ ଶୁଣିବେ ନାହିଁ।”

Viz kapitola kopírovat




ନାହୂମ 2:13

Následuj nás:

Reklamy


Reklamy