Online Bible

- Reklamy -




ନାହୂମ 2:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମାତ୍ର ନୀନିବୀ ପୂର୍ବକାଳଠାରୁ ଜଳବିଶିଷ୍ଟ ଏକ ପୁଷ୍କରିଣୀ ସ୍ୱରୂପା ହୋଇଅଛି; ତଥାପି ସେମାନେ ସମସ୍ତେ ପଳାୟନ କରନ୍ତି; “ଠିଆ ହୁଅ, ଠିଆ ହୁଅ” କହିଲେ ମଧ୍ୟ କେହି ପଛକୁ ଅନାନ୍ତି ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ମାତ୍ର ନୀନିବୀ ପୂର୍ବ କାଳଠାରୁ ଜଳବିଶିଷ୍ଟ ଏକ ପୁଷ୍କରିଣୀ ସ୍ଵରୂପା ହୋଇଅଛି; ତଥାପି ସେସମସ୍ତେ ପଳାୟନ କରନ୍ତି; ଛିଡ଼ା ହୁଅ, ଛିଡ଼ା ହୁଅ କହିଲେ ହେଁ କେହି ପଛକୁ ଅନାନ୍ତି ନାହିଁ।

Viz kapitola kopírovat

ଓଡିଆ ବାଇବେଲ

8 ମାତ୍ର ନୀନିବୀ ପୂର୍ବ କାଳଠାରୁ ଜଳବିଶିଷ୍ଟ ଏକ ପୁଷ୍କରିଣୀ ସ୍ୱରୂପା ହୋଇଅଛି; ତଥାପି ସେମାନେ ସମସ୍ତେ ପଳାୟନ କରନ୍ତି; ଠିଆ ହୁଅ, ଠିଆ ହୁଅ କହିଲେ ମଧ୍ୟ କେହି ପଛକୁ ଅନାନ୍ତି ନାହିଁ।

Viz kapitola kopírovat

ପବିତ୍ର ବାଇବଲ

8 ନୀନିବୀ ଏକ ପୁଷ୍କରଣୀ ସଦୃଶ ଯାହାର ଜଳ ବାହାରି ଯାଉଛି। ଲୋକମାନେ, “ଦୌଡ଼ୁଛନ୍ତି ଏବଂ ତାହା ବନ୍ଦ କରିବାକୁ ଚିତ୍କାର କରୁଛନ୍ତି!” କିନ୍ତୁ କେହି ମଧ୍ୟ ସେମାନଙ୍କର କ୍ରନ୍ଦନକୁ ଧ୍ୟାନ ଦେଉ ନାହାନ୍ତି।

Viz kapitola kopírovat




ନାହୂମ 2:8

Následuj nás:

Reklamy


Reklamy