ନାହୂମ 2:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତୁମ୍ଭେମାନେ ରୂପା ଲୁଣ୍ଠନ କର, ସୁନା ଲୁଣ୍ଠନ କର, କାରଣ ସବୁ ପ୍ରକାର ମନୋହର ସାମଗ୍ରୀର ଐଶ୍ୱର୍ଯ୍ୟ ସ୍ୱରୂପ ଭଣ୍ଡାରର ସୀମା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ତୁମ୍ଭେମାନେ ରୂପା ଲୁଟ କର, ସୁନା ଲୁଟ କର, କାରଣ ସବୁ ପ୍ରକାର ମନୋହର ସାମଗ୍ରୀର ଐଶ୍ଵର୍ଯ୍ୟ ସ୍ଵରୂପ ଭଣ୍ତାରର ସୀମା ନାହିଁ। Viz kapitolaଓଡିଆ ବାଇବେଲ9 ତୁମ୍ଭେମାନେ ରୂପା ଲୁଣ୍ଠନ କର, ସୁନା ଲୁଣ୍ଠନ କର, କାରଣ ସବୁ ପ୍ରକାର ମନୋହର ସାମଗ୍ରୀର ଐଶ୍ୱର୍ଯ୍ୟ ସ୍ୱରୂପ ଭଣ୍ଡାରର ସୀମା ନାହିଁ। Viz kapitolaପବିତ୍ର ବାଇବଲ9 ତାଙ୍କ ପାଖରେ ବହୁ ଧନସମ୍ପତ୍ତି ନେବାକୁ ଅଛି। ତାଙ୍କର ରୂପା ଓ ସୁନା ନିଅ। Viz kapitola |