ନାହୂମ 3:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସେହି ରକ୍ତପାତୀ ନଗର ସନ୍ତାପର ପାତ୍ର! ତାହା ମିଥ୍ୟା ଓ ଦୌରାତ୍ମ୍ୟରେ ପରିପୂର୍ଣ୍ଣ, ସେ ଲୁଣ୍ଠନ କରିବା ଛାଡେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ସେହି ରକ୍ତପାତୀ ନଗର ସନ୍ତାପର ପାତ୍ର ! ତାହା ମିଥ୍ୟା ଓ ଦୌରାତ୍ମ୍ୟରେ ପରିପୂର୍ଣ୍ଣ, ସେ ଲୁଟ୍ ଛାଡ଼େ ନାହିଁ। Viz kapitolaଓଡିଆ ବାଇବେଲ1 ସେହି ରକ୍ତପାତୀ ନଗର ସନ୍ତାପର ପାତ୍ର ! ତାହା ମିଥ୍ୟା ଓ ଦୌରାତ୍ମ୍ୟରେ ପରିପୂର୍ଣ୍ଣ, ସେ ଲୁଣ୍ଠନ କରିବା ଛାଡେ ନାହିଁ। Viz kapitolaପବିତ୍ର ବାଇବଲ1 ଘାତକମାନଙ୍କର ନଗରୀକୁ ଧିକ୍। ନୀନିବୀ ଏକ ମିଥ୍ୟା ନଗରୀ, ଗ୍ଭେରି ଓ ମୃତ୍ୟୁ ଯନ୍ତ୍ରଣାରେ ପରିପୂର୍ଣ୍ଣ ଅଟେ। Viz kapitola |