ନାହୂମ 3:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତୁମ୍ଭର ଦୁର୍ଗସବୁ ଆଦ୍ୟପକ୍ୱ ଫଳବିଶିଷ୍ଟ ଡିମ୍ବିରି ବୃକ୍ଷମାନର ତୁଲ୍ୟ ହେବେ; ସେହି ସବୁ ହଲା ଗଲେ ଫଳ ଭକ୍ଷକର ମୁଖରେ ପଡ଼ିବ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ତୁମ୍ଭର ଦୁର୍ଗସବୁ ଆଦ୍ୟ ପକ୍ଵ ଫଳବିଶିଷ୍ଟ ଡିମିରି ବୃକ୍ଷମାନର ତୁଲ୍ୟ ହେବେ; ସେସବୁ ହଲାଗଲେ ଫଳ ଭକ୍ଷକର ମୁଖରେ ପଡ଼ିବ। Viz kapitolaଓଡିଆ ବାଇବେଲ12 ତୁମ୍ଭର ଦୁର୍ଗସବୁ ଆଦ୍ୟ ପକ୍ୱ ଫଳବିଶିଷ୍ଟ ଡିମ୍ବିରି ବୃକ୍ଷମାନର ତୁଲ୍ୟ ହେବେ; ସେହିସବୁ ହଲା ଗଲେ ଫଳ ଭକ୍ଷକର ମୁଖରେ ପଡ଼ିବ। Viz kapitolaପବିତ୍ର ବାଇବଲ12 କିନ୍ତୁ ନୀନିବୀ, ତୁମ୍ଭର ସମସ୍ତ ସୁଦୃଢ଼ ସ୍ଥାନଗୁଡ଼ିକ ଡିମ୍ବିରି ଗଛ ସଦୃଶ ହେବ। ନୂଆ ଡିମ୍ବିରି ପାଚିବ। ଜଣେ ଲୋକ ଆସିବ ଏବଂ ଗଛକୁ ହଲାଇବ ଏବଂ ଡିମ୍ବିରି ଫଳ ତା'ର ପାଟିରେ ପଡ଼ିବ। Viz kapitola |