ନାହୂମ 3:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ହେ ଅଶୂରର ରାଜା, ତୁମ୍ଭର ପଲରକ୍ଷକମାନେ ଘୁମାଉଅଛନ୍ତି; ତୁମ୍ଭର ପ୍ରତାପାନ୍ୱିତ ଲୋକମାନେ ବିଶ୍ରାମ କରୁଅଛନ୍ତି; ତୁମ୍ଭର ଲୋକମାନେ ପର୍ବତଗଣ ଉପରେ ଛିନ୍ନଭିନ୍ନ ହୋଇଅଛନ୍ତି। ଆଉ, ସେମାନଙ୍କୁ ସଂଗ୍ରହ କରିବାକୁ କେହି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ହେ ଅଶୂରର ରାଜା, ତୁମ୍ଭର ପଲରକ୍ଷକମାନେ ଘୁମାଉଅଛନ୍ତି; ତୁମ୍ଭର ପ୍ରତାପାନ୍ଵିତ ଲୋକମାନେ ବିଶ୍ରାମ କରୁଅଛନ୍ତି; ତୁମ୍ଭର ଲୋକମାନେ ପର୍ବତଗଣ ଉପରେ ଛିନ୍ନଭିନ୍ନ ହୋଇଅଛନ୍ତି। ଆଉ, ସେମାନଙ୍କୁ ସଂଗ୍ରହ କରିବାକୁ କେହି ନାହିଁ। Viz kapitolaଓଡିଆ ବାଇବେଲ18 ହେ ଅଶୂରର ରାଜା, ତୁମ୍ଭର ପଲରକ୍ଷକମାନେ ଘୁମାଉଅଛନ୍ତି; ତୁମ୍ଭର ପ୍ରତାପାନ୍ୱିତ ଲୋକମାନେ ବିଶ୍ରାମ କରୁଅଛନ୍ତି; ତୁମ୍ଭର ଲୋକମାନେ ପର୍ବତଗଣ ଉପରେ ଛିନ୍ନଭିନ୍ନ ହୋଇଅଛନ୍ତି। ଆଉ, ସେମାନଙ୍କୁ ସଂଗ୍ରହ କରିବାକୁ କେହି ନାହିଁ। Viz kapitolaପବିତ୍ର ବାଇବଲ18 ହେ ଅଶୂରର ରାଜା, ତୁମ୍ଭର ମେଷପାଳକମାନେ ଶୋଇ ପଡ଼ିଲେ। ସେହି ଶକ୍ତିଶାଳୀ ଲୋକମାନେ ଶୋଇଛନ୍ତି। ବର୍ତ୍ତମାନ ତୁମ୍ଭ ଲୋକମାନେ ପର୍ବତ ଉପରେ ବିଛେଇ ହୋଇ ଯାଇଛନ୍ତି। ସେଠାରେ ସେମାନଙ୍କୁ ଫେରାଇ ଆଣିବାକୁ କେହି ଲୋକ ନାହାନ୍ତି। Viz kapitola |