ନାହୂମ 3:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଅଶ୍ୱାରୋହୀ ଆରୋହଣ କରିବାର, ଆଉ ଚକ୍ଚକ୍ ଖଡ୍ଗ ଓ ଝଲମଲ ବର୍ଚ୍ଛା; ପୁଣି, ଅପାର ହତ ଲୋକ ଓ ଶବର ଏକ ମହାଢିପି; ଆଉ, ଶବ ସଂଖ୍ୟାର ସୀମା ନାହିଁ; ସେମାନଙ୍କ ଶବ ଉପରେ ଲୋକେ ଝୁଣ୍ଟି ପଡ଼ନ୍ତି; Viz kapitolaପବିତ୍ର ବାଇବଲ (Re-edited) - (BSI)3 ଅଶ୍ଵାରୋହୀ ଆରୋହଣ କରିବାର, ଆଉ ଜକ୍ଜକ୍ ଖଡ଼୍ଗ ଓ ଝଲମଲ ବର୍ଚ୍ଛା; ପୁଣି, ଅପାର ହତ ଲୋକ ଓ ଶବର ଏକ ମହାଢିପି; ଆଉ, ଶବ ସଂଖ୍ୟାର ସୀମା ନାହିଁ; ସେମାନଙ୍କ ଶବ ଉପରେ ଲୋକେ ଝୁଣ୍ଟି ପଡ଼ନ୍ତି; Viz kapitolaଓଡିଆ ବାଇବେଲ3 ଅଶ୍ୱାରୋହୀ ଆରୋହଣ କରିବାର, ଆଉ ଚକ୍ଚକ୍ ଖଡ୍ଗ ଓ ଝଲମଲ ବର୍ଚ୍ଛା; ପୁଣି, ଅପାର ହତ ଲୋକ ଓ ଶବର ଏକ ମହାଢିପି; ଆଉ, ଶବ ସଂଖ୍ୟାର ସୀମା ନାହିଁ; ସେମାନଙ୍କ ଶବ ଉପରେ ଲୋକେ ଝୁଣ୍ଟି ପଡ଼ନ୍ତି; Viz kapitolaପବିତ୍ର ବାଇବଲ3 ସୈନ୍ୟମାନେ ଅଶ୍ୱପୃଷ୍ଠରେ ଆକ୍ରମଣ କରୁଛନ୍ତି। ସେମାନଙ୍କର ଖଣ୍ତାଗୁଡ଼ିକ ଚକ୍ଚକ୍ କରୁଛି ଏବଂ ସେମାନଙ୍କର ବର୍ଚ୍ଛାଗୁଡ଼ିକ ଉଜ୍ଜ୍ୱଳ ଦେଖା ଯାଉଛି। ତେଣୁ ବହୁ ମୃତ ଶରୀର ରହିଛି ଯାହାକୁ ଗଣି ହେବ ନାହିଁ। ଲୋକମାନେ ସେହି ମୃତ ଶରୀର ଉପରେ ଝୁଣ୍ଟି ପଡ଼ୁଛନ୍ତି। Viz kapitola |