ନିହିମୀୟା 13:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କାରଣ ସେମାନେ ଅନ୍ନ ଓ ଜଳ ନେଇ ଇସ୍ରାଏଲ-ସନ୍ତାନଗଣକୁ ସାକ୍ଷାତ କଲେ ନାହିଁ, ମାତ୍ର ସେମାନଙ୍କୁ ଅଭିଶାପ ଦେବା ନିମନ୍ତେ ସେମାନଙ୍କ ବିରୁଦ୍ଧରେ ବିଲୀୟମ୍କୁ ବେତନ ଦେଲେ; ତଥାପି ଆମ୍ଭମାନଙ୍କର ପରମେଶ୍ୱର ସେହି ଅଭିଶାପକୁ ଆଶୀର୍ବାଦରେ ପରିଣତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 କାରଣ ସେମାନେ ଅନ୍ନଜଳ ନେଇ ଇସ୍ରାଏଲ-ସନ୍ତାନଗଣକୁ ଭେଟିଲେ ନାହିଁ, ମାତ୍ର ସେମାନଙ୍କୁ ଶାପ ଦେବା ନିମନ୍ତେ ସେମାନଙ୍କ ପ୍ରତିକୂଳରେ ବିଲୀୟମକୁ ବେତନ ଦେଲେ; ତଥାପି ଆମ୍ଭମାନଙ୍କର ପରମେଶ୍ଵର ସେହି ଶାପକୁ ଆଶୀର୍ବାଦରେ ପରିଣତ କଲେ। Viz kapitolaଓଡିଆ ବାଇବେଲ2 କାରଣ ସେମାନେ ଅନ୍ନ ଓ ଜଳ ନେଇ ଇସ୍ରାଏଲ ସନ୍ତାନଗଣକୁ ସାକ୍ଷାତ କଲେ ନାହିଁ, ମାତ୍ର ସେମାନଙ୍କୁ ଅଭିଶାପ ଦେବା ନିମନ୍ତେ ସେମାନଙ୍କ ବିରୁଦ୍ଧରେ ବିଲୀୟମ୍କୁ ବେତନ ଦେଲେ; ତଥାପି ଆମ୍ଭମାନଙ୍କର ପରମେଶ୍ୱର ସେହି ଅଭିଶାପକୁ ଆଶୀର୍ବାଦରେ ପରିଣତ କଲେ। Viz kapitolaପବିତ୍ର ବାଇବଲ2 କାରଣ ସେମାନେ ଅନ୍ନଜଳ ନେଇ ଇସ୍ରାଏଲ ସନ୍ତାନଗଣଙ୍କୁ ଭେଟିଲେ ନାହିଁ। କିନ୍ତୁ ଇସ୍ରାଏଲୀୟମାନଙ୍କୁ ଅଭିଶାପ ଦେବା ପାଇଁ ସେମାନେ ବିଲିୟମକୁ ପାଊଣା ଦେଲେ। ତଥାପି ଆମ୍ଭମାନଙ୍କ ପରମେଶ୍ୱର ସେହି ଅଭିଶାପକୁ ଆଶୀର୍ବାଦରେ ପରିଣତ କଲେ। Viz kapitola |