Online Bible

- Reklamy -




ଗଣନା ପୁସ୍ତକ 10:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ତୁମ୍ଭେମାନେ ଦ୍ୱିତୀୟ ଥର ରଣତୂରୀ ବଜାନ୍ତେ, ଦକ୍ଷିଣ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ; ଏହି କ୍ରମରେ ସେମାନେ ଆପଣାମାନଙ୍କ ଯାତ୍ରା ନିମନ୍ତେ ରଣତୂରୀ ବଜାଇବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ପୁଣି ତୁମ୍ଭେମାନେ ଦ୍ଵିତୀୟ ଥର ରଣତୂରୀ ବଜାନ୍ତେ, ଦକ୍ଷିଣ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ; ଏହି କ୍ରମରେ ସେମାନେ ଆପଣାମାନଙ୍କ ଯାତ୍ରା ନିମନ୍ତେ ରଣତୂରୀ ବଜାଇବେ।

Viz kapitola kopírovat

ଓଡିଆ ବାଇବେଲ

6 ପୁଣି, ତୁମ୍ଭେମାନେ ଦ୍ୱିତୀୟ ଥର ରଣତୂରୀ ବଜାନ୍ତେ, ଦକ୍ଷିଣ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ; ଏହି କ୍ରମରେ ସେମାନେ ଆପଣାମାନଙ୍କ ଯାତ୍ରା ନିମନ୍ତେ ରଣତୂରୀ ବଜାଇବେ।

Viz kapitola kopírovat

ପବିତ୍ର ବାଇବଲ

6 ପୁଣି ତୁମ୍ଭେମାନେ ଦ୍ୱିତୀୟଥର ତୂରୀ ଅଧା ବଜାଇଲେ ଦକ୍ଷିଣ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ। ଏହି କ୍ରମରେ ସେମାନେ ଲୋକମାନଙ୍କର ଯାତ୍ରା ନିମନ୍ତେ ରଣତୂରୀ ବଜାଇବେ।

Viz kapitola kopírovat




ଗଣନା ପୁସ୍ତକ 10:6

Následuj nás:

Reklamy


Reklamy