ଗଣନା ପୁସ୍ତକ 10:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ ହାରୋଣର ପୁତ୍ର ଯାଜକମାନେ ସେହି ଦୁଇ ତୂରୀ ବଜାଇବେ; ପୁଣି, ତାହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଆଉ ହାରୋଣର ପୁତ୍ର ଯାଜକମାନେ ସେହି ଦୁଇ ତୂରୀ ବଜାଇବେ; ପୁଣି ତାହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ। Viz kapitolaଓଡିଆ ବାଇବେଲ8 ଆଉ ହାରୋଣର ପୁତ୍ର ଯାଜକମାନେ ସେହି ଦୁଇ ତୂରୀ ବଜାଇବେ; ପୁଣି, ତାହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ। Viz kapitolaପବିତ୍ର ବାଇବଲ8 କେବଳ ହାରୋଣର ପୁତ୍ର ଯାଜକମାନେ ଏହି ଦୁଇ ତୂରୀ ବଜାଇବେ। ଆଉ ଏହି ବିଧି ତୁମ୍ଭମାନଙ୍କ ପ୍ରତି ପୁରୁଷାନୁକ୍ରମେ ଅନନ୍ତକୀଳୀନ ହେବ। Viz kapitola |