ଗଣନା ପୁସ୍ତକ 11:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଲୋକମାନେ ଏଣେତେଣେ ଭ୍ରମଣ କରି ତାହା ସାଉଣ୍ଟିଲେ ଓ ଚକିରେ ତାହା ପେଷିଲେ, ଅବା କୁଟଣୀରେ ତାହା ଚୂର୍ଣ୍ଣ କରି କହ୍ରାଇରେ ସିଝେଇ କରି ପିଠା ପ୍ରସ୍ତୁତ କଲେ; ଆଉ ତୈଳପକ୍ୱ ପିଠା ପରି ତହିଁର ସ୍ୱାଦ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଲୋକମାନେ ଏଣେତେଣେ ଭ୍ରମଣ କରି ତାହା ସାଉଣ୍ଟିଲେ ଓ ଚକିରେ ତାହା ପେଷିଲେ, ଅବା କୁଟଣୀରେ ତାହା ଚୂର୍ଣ୍ଣ କରି କହ୍ରାଇରେ ସିଦ୍ଧ କରି ପିଠା ପ୍ରସ୍ତୁତ କଲେ; ଆଉ ତୈଳପକ୍ଵ ପିଠା ପରି ତହିଁର ସ୍ଵାଦ ଥିଲା। Viz kapitolaଓଡିଆ ବାଇବେଲ8 ଲୋକମାନେ ଏଣେତେଣେ ଭ୍ରମଣ କରି ତାହା ସାଉଣ୍ଟିଲେ ଓ ଚକିରେ ତାହା ପେଷିଲେ, ଅବା କୁଟଣୀରେ ତାହା ଚୂର୍ଣ୍ଣ କରି କହ୍ରାଇରେ ସିଝେଇ କରି ପିଠା ପ୍ରସ୍ତୁତ କଲେ; ଆଉ ତୈଳପକ୍ୱ ପିଠା ପରି ତହିଁର ସ୍ୱାଦ ଥିଲା। Viz kapitolaପବିତ୍ର ବାଇବଲ8 ଲୋକମାନେ ଏଣେ ତେଣେ ବୁଲି ମାନ୍ନା ସଂଗ୍ରହ କଲେ, ଚକିରେ ତାକୁ ପେଷିଲେ, କିମ୍ବା କୁଟଣୀରେ ତାହା ଚୂର୍ଣ କରି କରେଇରେ ସିଦ୍ଧକରି ପିଠା ପ୍ରସ୍ତୁତ କଲେ, ଆଉ ଜୀତ ତୈଳରେ ପକ୍ୱ ପିଠାପରି ତା'ର ସ୍ୱାଦ ହେଲା। Viz kapitola |