ଗଣନା ପୁସ୍ତକ 13:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି, ସେମାନେ ଯେଉଁ ଦେଶରେ ବାସ କରନ୍ତି, ତାହା ଭଲ କି ମନ୍ଦ ଓ ଯେଉଁ ଯେଉଁ ନଗରରେ ବାସ କରନ୍ତି, ତାହା କି ପ୍ରକାର; ସେମାନେ ତମ୍ବୁରେ କି ଗଡ଼ରେ, କାହିଁରେ ବାସ କରନ୍ତି; Viz kapitolaପବିତ୍ର ବାଇବଲ (Re-edited) - (BSI)19 ପୁଣି ସେମାନେ ଯେଉଁ ଦେଶରେ ବାସ କରନ୍ତି, ତାହା ଭଲ କି ମନ୍ଦ ଓ ଯେ ଯେ ନଗରରେ ବାସ କରନ୍ତି, ତାହା କି ପ୍ରକାର; ସେମାନେ ତମ୍ଵୁରେ କି ଗଡ଼ରେ, କାହିଁରେ ବାସ କରନ୍ତି; Viz kapitolaଓଡିଆ ବାଇବେଲ19 ପୁଣି, ସେମାନେ ଯେଉଁ ଦେଶରେ ବାସ କରନ୍ତି, ତାହା ଭଲ କି ମନ୍ଦ ଓ ଯେଉଁ ଯେଉଁ ନଗରରେ ବାସ କରନ୍ତି, ତାହା କି ପ୍ରକାର; ସେମାନେ ତମ୍ବୁରେ କି ଗଡ଼ରେ, କାହିଁରେ ବାସ କରନ୍ତି; Viz kapitolaପବିତ୍ର ବାଇବଲ19 ପୁଣି ସେମାନେ ଯେଉଁ ଦେଶରେ ବାସ କରୁଛନ୍ତି ସେ ଦେଶ ଭଲ କି ମନ୍ଦ, ଯେଉଁ ନଗରରେ ବାସ କରନ୍ତି ତାହା କି ପ୍ରକାର, ସେମାନେ ତମ୍ବୁରେ କି ଗଡ଼ରେ, କାହିଁରେ ବାସ କରନ୍ତି, ତାହା ମଧ୍ୟ ଅନୁସନ୍ଧାନ କର। Viz kapitola |