ଗଣନା ପୁସ୍ତକ 16:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତେବେ ମୋଶା କୋରହକୁ କହିଲେ, “କାଲି ତୁମ୍ଭେ ଓ ତୁମ୍ଭର ସମସ୍ତ ମଣ୍ଡଳୀ, ତୁମ୍ଭେ ଓ ସେମାନେ, ପୁଣି, ହାରୋଣ, ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହୁଅ; Viz kapitolaପବିତ୍ର ବାଇବଲ (Re-edited) - (BSI)16 ତେବେ ମୋଶା କୋରହକୁ କହିଲେ, କାଲି ତୁମ୍ଭେ ଓ ତୁମ୍ଭର ସମସ୍ତ ମଣ୍ତଳୀ, ତୁମ୍ଭେ ଓ ସେମାନେ, ପୁଣି ହାରୋଣ, ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହୁଅ; Viz kapitolaଓଡିଆ ବାଇବେଲ16 ତେବେ ମୋଶା କୋରହକୁ କହିଲେ, “କାଲି ତୁମ୍ଭେ ଓ ତୁମ୍ଭର ସମସ୍ତ ମଣ୍ଡଳୀ, ତୁମ୍ଭେ ଓ ସେମାନେ, ପୁଣି, ହାରୋଣ, ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହୁଅ; Viz kapitolaପବିତ୍ର ବାଇବଲ16 ତା'ପରେ ମୋଶା କୋରହକୁ କହିଲେ, “କାଲି ତୁମ୍ଭେ ଓ ତୁମ୍ଭର ସମସ୍ତ ଅନୁଗାମୀ ସଦାପ୍ରଭୁଙ୍କ ସମ୍ମୁଖରେ ଛିଡ଼ା ହୁଅ। ତୁମ୍ଭେ ଓ ତୁମ୍ଭର ସମସ୍ତ ଅନୁଗାମୀ ସେଠାରେ କାଲି ରହିବା ଉଚିତ୍। Viz kapitola |