ଗଣନା ପୁସ୍ତକ 16:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେରୂପ କହିଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥେ, ଅର୍ଥାତ୍, ହାରୋଣ-ବଂଶ ଭିନ୍ନ ଅନ୍ୟ ବଂଶୀୟ କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜାଳିବା ପାଇଁ ଯେପରି ନିକଟକୁ ନ ଯାଏ; ପୁଣି, କୋରହ ଓ ତାହାର ଦଳସ୍ଥ ଲୋକମାନଙ୍କ ପରି ନ ହୁଏ; ଏଥିପାଇଁ ଲୋକେ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ତାହାସବୁ ପିଟିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)40 ମୋଶାଙ୍କ ଦ୍ଵାରା ସଦାପ୍ରଭୁ ଯେରୂପ କହିଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥେ, ଅର୍ଥାତ୍, ହାରୋଣ ବଂଶ ଭିନ୍ନ ଅନ୍ୟ ବଂଶୀୟ କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜାଳିବା ପାଇଁ ଯେପରି ନିକଟକୁ ନ ଯାଏ; ପୁଣି କୋରହ ଓ ତାହାର ଦଳସ୍ଥ ଲୋକମାନଙ୍କ ପରି ନ ହୁଏ; ଏଥିପାଇଁ ଲୋକେ ଯଜ୍ଞବେଦିର ମଣ୍ତଣି ନିମନ୍ତେ ତାହାସବୁ ପିଟିଲେ। Viz kapitolaଓଡିଆ ବାଇବେଲ40 ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେରୂପ କହିଥିଲେ, ତଦନୁସାରେ ଇସ୍ରାଏଲ ସନ୍ତାନଗଣର ସ୍ମରଣାର୍ଥେ, ଅର୍ଥାତ୍, ହାରୋଣ ବଂଶ ଭିନ୍ନ ଅନ୍ୟ ବଂଶୀୟ କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜାଳିବା ପାଇଁ ଯେପରି ନିକଟକୁ ନ ଯାଏ; ପୁଣି, କୋରହ ଓ ତାହାର ଦଳସ୍ଥ ଲୋକମାନଙ୍କ ପରି ନ ହୁଏ; ଏଥିପାଇଁ ଲୋକେ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ତାହାସବୁ ପିଟିଲେ। Viz kapitolaପବିତ୍ର ବାଇବଲ40 ଏହି ଧାତୁ ଆଚ୍ଛାଦକ ଇସ୍ରାଏଲର ଲୋକମାନଙ୍କୁ ମନେପକାଇ ଦିଏ ଯେ, ହାରୋଣଙ୍କ ପରିବାର ବ୍ୟତୀତ ଅନ୍ୟ କେହି ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜାଳି ପାରିବେ ନାହିଁ। ଯଦି ଅନ୍ୟ କେହି ଏହି ସେବା କରିବ, ସେ କୋରହଙ୍କ ପରିବାରବର୍ଗ ପରି ହେବ ବୋଲି ଯାହା ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଜଣାଇ ଥିଲେ। Viz kapitola |