ଗଣନା ପୁସ୍ତକ 20:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ ସେହି ସ୍ଥାନରେ ମଣ୍ଡଳୀ ନିମନ୍ତେ ଜଳ ନ ଥିଲା; ତହିଁରେ ଲୋକମାନେ ମୋଶାଙ୍କ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଆଉ ସେହି ସ୍ଥାନରେ ମଣ୍ତଳୀ ନିମନ୍ତେ ଜଳ ନ ଥିଲା; ତହିଁରେ ଲୋକମାନେ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେଲେ। Viz kapitolaଓଡିଆ ବାଇବେଲ2 ଆଉ ସେହି ସ୍ଥାନରେ ମଣ୍ଡଳୀ ନିମନ୍ତେ ଜଳ ନ ଥିଲା; ତହିଁରେ ଲୋକମାନେ ମୋଶାଙ୍କ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେଲେ। Viz kapitolaପବିତ୍ର ବାଇବଲ2 ସେହି ସ୍ଥାନରେ ଲୋକମାନଙ୍କ ପାଇଁ ପ୍ରଚୁର ଜଳ ନ ଥିଲା। ତହୁଁ ଲୋକମାନେ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ରିତ ହେଲେ। Viz kapitola |