ଗଣନା ପୁସ୍ତକ 20:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏଥିଉତ୍ତାରେ ସେମାନେ କାଦେଶରୁ ଯାତ୍ରା କଲେ ତହୁଁ ଇସ୍ରାଏଲ-ସନ୍ତାନଗଣ, ଅର୍ଥାତ୍, ସମସ୍ତ ମଣ୍ଡଳୀ ହୋର ପର୍ବତରେ ଉପସ୍ଥିତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଅନନ୍ତର ସେମାନେ କାଦେଶରୁ ଯାତ୍ରା କଲେ। ତହୁଁ ଇସ୍ରାଏଲ-ସନ୍ତାନଗଣ, ଅର୍ଥାତ୍, ସମସ୍ତ ମଣ୍ତଳୀ ହୋର ପର୍ବତରେ ଉପସ୍ଥିତ ହେଲେ। Viz kapitolaଓଡିଆ ବାଇବେଲ22 ଏଥିଉତ୍ତାରେ ସେମାନେ କାଦେଶରୁ ଯାତ୍ରା କଲେ ତହୁଁ ଇସ୍ରାଏଲ ସନ୍ତାନଗଣ, ଅର୍ଥାତ୍, ସମସ୍ତ ମଣ୍ଡଳୀ ହୋର ପର୍ବତରେ ଉପସ୍ଥିତ ହେଲେ। Viz kapitolaପବିତ୍ର ବାଇବଲ22 ସମସ୍ତ ଇସ୍ରାଏଲର ଲୋକମାନେ କାଦେଶରୁ ହୋର ପର୍ବତକୁ ଯାତ୍ରା କଲେ। Viz kapitola |