ଗଣନା ପୁସ୍ତକ 20:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ଲୋକମାନେ ମୋଶାଙ୍କ ସହିତ ବିବାଦ କରି କହିଲେ, “ହାୟ, ଆମ୍ଭମାନଙ୍କ ଭାଇମାନେ ଯେତେବେଳେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ, ସେହି ସମୟରେ ଯଦି ଆମ୍ଭେମାନେ ମରିଥାʼନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୁଣି ଲୋକମାନେ ମୋଶାଙ୍କ ସହିତ ବିବାଦ କରି କହିଲେ, ହାୟ, ଆମ୍ଭମାନଙ୍କ ଭାଇମାନେ ଯେତେବେଳେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ, ସେତେବେଳେ ଯେବେ ଆମ୍ଭେମାନେ ମରିଥାʼନ୍ତୁ। Viz kapitolaଓଡିଆ ବାଇବେଲ3 ପୁଣି, ଲୋକମାନେ ମୋଶାଙ୍କ ସହିତ ବିବାଦ କରି କହିଲେ, “ହାୟ, ଆମ୍ଭମାନଙ୍କ ଭାଇମାନେ ଯେତେବେଳେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ, ସେହି ସମୟରେ ଯଦି ଆମ୍ଭେମାନେ ମରିଥା’ନ୍ତୁ। Viz kapitolaପବିତ୍ର ବାଇବଲ3 ସେହି ଲୋକମାନେ ମୋଶାଙ୍କ ସହିତ ବିବାଦ କରି କହିଲେ, “ହାୟ! ଆମ୍ଭେମାନେ ଆମ୍ଭ ଭାଇମାନଙ୍କ ପରି ସଦାପ୍ରଭୁଙ୍କ ସମ୍ମୁଖରେ ପଛେ ମରିଥା’ନ୍ତୁ। Viz kapitola |