ଗଣନା ପୁସ୍ତକ 22:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 କାରଣ ଆମ୍ଭେ ତୁମ୍ଭକୁ ସମ୍ଭ୍ରମ ଦେଇ ମହାସମ୍ଭ୍ରାନ୍ତ କରିବା, ପୁଣି, ଯାହା ତୁମ୍ଭେ ଆମ୍ଭକୁ କହିବ, ଆମ୍ଭେ ତାହା କରିବା; ଏଣୁ ବିନୟ କରୁଅଛୁ, ଆସ, ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ।’” Viz kapitolaପବିତ୍ର ବାଇବଲ (Re-edited) - (BSI)17 କାରଣ ଆମ୍ଭେ ତୁମ୍ଭକୁ ସମ୍ଭ୍ରମ ଦେଇ ମହାସମ୍ଭ୍ରାନ୍ତ କରିବା, ପୁଣି ଯାହା ତୁମ୍ଭେ ଆମ୍ଭକୁ କହିବ, ଆମ୍ଭେ ତାହା କରିବା; ଏଣୁ ବିନୟ କରୁଅଛୁ, ଆସ, ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଶାପ ଦିଅ। Viz kapitolaଓଡିଆ ବାଇବେଲ17 କାରଣ ଆମ୍ଭେ ତୁମ୍ଭକୁ ସମ୍ଭ୍ରମ ଦେଇ ମହାସମ୍ଭ୍ରାନ୍ତ କରିବା, ପୁଣି, ଯାହା ତୁମ୍ଭେ ଆମ୍ଭକୁ କହିବ, ଆମ୍ଭେ ତାହା କରିବା; ଏଣୁ ବିନୟ କରୁଅଛୁ, ଆସ, ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ। Viz kapitolaପବିତ୍ର ବାଇବଲ17 ତୁମ୍ଭେ ଯଦି ମୋତେ ସାହାଯ୍ୟ କର, ମୁଁ ତୁମ୍ଭକୁ ବହୁତ ଭଲ ଭାବରେ ପୁରସ୍କାର ଦେବି। ତୁମ୍ଭେ ମୋତେ ଯାହା କହିବ ତାହା ମୁଁ କରିବି, ଏଣୁ ପ୍ରାର୍ଥନା କରି ମୁଁ ବିନୟ କରୁଅଛି, ମୋ’ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ।” Viz kapitola |