ଗଣନା ପୁସ୍ତକ 23:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସେ ଯାକୁବ ମଧ୍ୟରେ ଅଧର୍ମ ଦୃଷ୍ଟିଗୋଚର କରି ନାହାନ୍ତି, କିଅବା ସେ ଇସ୍ରାଏଲ ମଧ୍ୟରେ ଉପଦ୍ରବ ଦେଖି ନାହାନ୍ତି; ସେମାନଙ୍କର ପରମେଶ୍ୱର ସଦାପ୍ରଭୁ ସେମାନଙ୍କ ସଙ୍ଗରେ ଅଛନ୍ତି, ପୁଣି, ରାଜାର ଜୟଧ୍ୱନି ସେମାନଙ୍କ ମଧ୍ୟରେ ଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)21 ସେ ଯାକୁବ ମଧ୍ୟରେ ଅଧର୍ମ ଦୃଷ୍ଟିଗୋଚର କରି ନାହାନ୍ତି, କିଅବା ସେ ଇସ୍ରାଏଲ ମଧ୍ୟରେ ଉପଦ୍ରବ ଦେଖି ନାହାନ୍ତି; ସେମାନଙ୍କର ପରମେଶ୍ଵର ସଦାପ୍ରଭୁ ସେମାନଙ୍କ ସଙ୍ଗରେ ଅଛନ୍ତି, ପୁଣି ରାଜାର ଜୟଧ୍ଵନି ସେମାନଙ୍କ ମଧ୍ୟରେ ଅଛି। Viz kapitolaଓଡିଆ ବାଇବେଲ21 ସେ ଯାକୁବ ମଧ୍ୟରେ ଅଧର୍ମ ଦୃଷ୍ଟିଗୋଚର କରି ନାହାନ୍ତି, କିଅବା ସେ ଇସ୍ରାଏଲ ମଧ୍ୟରେ ଉପଦ୍ରବ ଦେଖି ନାହାନ୍ତି; ସେମାନଙ୍କର ପରମେଶ୍ୱର ସଦାପ୍ରଭୁ ସେମାନଙ୍କ ସଙ୍ଗରେ ଅଛନ୍ତି, ପୁଣି, ରାଜାର ଜୟଧ୍ୱନି ସେମାନଙ୍କ ମଧ୍ୟରେ ଅଛି। Viz kapitolaପବିତ୍ର ବାଇବଲ21 ସେ ଯାକୁବ ପରିବାରର ପାପ ଦେଖନ୍ତି ନାହିଁ। ଏବଂ ଇସ୍ରାଏଲ ମଧ୍ୟରେ ପାପ ଦେଖି ନାହାନ୍ତି। ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ସେମାନଙ୍କ ସହିତ ଅଛନ୍ତି। ସେମାନଙ୍କ ରାଜାଙ୍କର ଜୟଧ୍ୱନୀ ସେମାନଙ୍କ ମଧ୍ୟରେ ଥିଲା। Viz kapitola |