ଗଣନା ପୁସ୍ତକ 25:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହିଁରେ ତାହା ପ୍ରତି ଓ ତାହା ଉତ୍ତାରେ ତାହାର ସନ୍ତାନଗଣଙ୍କ ପ୍ରତି ଅନନ୍ତକାଳୀନ ଯାଜକତ୍ୱର ନିୟମ ହେବ; କାରଣ ସେ ଆପଣା ପରମେଶ୍ୱରଙ୍କ ପକ୍ଷରେ ଅନ୍ତର୍ଜ୍ୱାଳା ପ୍ରକାଶ କଲା ଓ ଇସ୍ରାଏଲ-ସନ୍ତାନଗଣଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କଲା।” Viz kapitolaପବିତ୍ର ବାଇବଲ (Re-edited) - (BSI)13 ତହିଁରେ ତାହା ପ୍ରତି ଓ ତାହା ଉତ୍ତାରେ ତାହାର ସନ୍ତାନଗଣ ପ୍ରତି ଅନନ୍ତକାଳୀନ ଯାଜକତ୍ଵର ନିୟମ ହେବ; କାରଣ ସେ ଆପଣା ପରମେଶ୍ଵରଙ୍କ ପକ୍ଷରେ ଅନ୍ତର୍ଜ୍ଵାଳା ପ୍ରକାଶ କଲା ଓ ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ପ୍ରାୟଶ୍ଚିତ୍ତ କଲା। Viz kapitolaଓଡିଆ ବାଇବେଲ13 ତହିଁରେ ତାହା ପ୍ରତି ଓ ତାହା ଉତ୍ତାରେ ତାହାର ସନ୍ତାନଗଣଙ୍କ ପ୍ରତି ଅନନ୍ତକାଳୀନ ଯାଜକତ୍ୱର ନିୟମ ହେବ; କାରଣ ସେ ଆପଣା ପରମେଶ୍ୱରଙ୍କ ପକ୍ଷରେ ଅନ୍ତର୍ଜ୍ୱାଳା ପ୍ରକାଶ କଲା ଓ ଇସ୍ରାଏଲ-ସନ୍ତାନଗଣଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କଲା। Viz kapitolaପବିତ୍ର ବାଇବଲ13 ତହୁଁ ତା’ ପ୍ରତି ଓ ତା ଅନ୍ତେ ତାହାର ସନ୍ତାନଗଣ ପ୍ରତି ଅନନ୍ତକାଳୀନ ଯାଜକତ୍ୱର ନିୟମ ରହିବ। କାରଣ ସେ ଆପଣା ପରମେଶ୍ୱରଙ୍କ ପକ୍ଷରେ କ୍ରୋଧଭାବ ପ୍ରକାଶ କଲା ଓ ଇସ୍ରାଏଲ ସନ୍ତାନଗଣ ନିମନ୍ତେ ପ୍ରାୟଶ୍ଚିତ କଲା।” Viz kapitola |