ଗଣନା ପୁସ୍ତକ 26:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣ ସମସ୍ତ ମଣ୍ଡଳୀ ମଧ୍ୟରୁ ଆପଣା ଆପଣା ପିତୃଗୃହାନୁସାରେ କୋଡ଼ିଏ ବର୍ଷ ବୟସ୍କ ଓ ତହିଁରୁ ଅଧିକ ବୟସ୍କ ଲୋକମାନଙ୍କର, ଅର୍ଥାତ୍, ଇସ୍ରାଏଲ ସୈନ୍ୟଶ୍ରେଣୀଭୁକ୍ତ ସମସ୍ତ ଲୋକଙ୍କର ଗଣନା କର।” Viz kapitolaପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣ ସମସ୍ତ ମଣ୍ତଳୀ ମଧ୍ୟରୁ ଆପଣା ଆପଣା ପିତୃଗୃହାନୁସାରେ କୋଡ଼ିଏ ବର୍ଷ ବୟସ୍କ ଓ ତହିଁରୁ ଅଧିକ ବୟସ୍କ ଲୋକମାନଙ୍କର, ଅର୍ଥାତ୍, ଇସ୍ରାଏଲ ସୈନ୍ୟଶ୍ରେଣୀଭୁକ୍ତ ସମସ୍ତ ଲୋକଙ୍କର ଗଣନା କର। Viz kapitolaଓଡିଆ ବାଇବେଲ2 “ତୁମ୍ଭେମାନେ ଇସ୍ରାଏଲ ସନ୍ତାନଗଣ ସମସ୍ତ ମଣ୍ଡଳୀ ମଧ୍ୟରୁ ଆପଣା ଆପଣା ପିତୃଗୃହାନୁସାରେ କୋଡ଼ିଏ ବର୍ଷ ବୟସ୍କ ଓ ତହିଁରୁ ଅଧିକ ବୟସ୍କ ଲୋକମାନଙ୍କର, ଅର୍ଥାତ୍, ଇସ୍ରାଏଲ ସୈନ୍ୟଶ୍ରେଣୀଭୁକ୍ତ ସମସ୍ତ ଲୋକଙ୍କର ଗଣନା କର।” Viz kapitolaପବିତ୍ର ବାଇବଲ2 “ଇସ୍ରାଏଲର ପୁରୁଷ ଲୋକମାନଙ୍କ ମଧ୍ୟରୁ ନିଜ ନିଜ ପିତୃଗୃହାନୁସାରେ କୋଡ଼ିଏ ବର୍ଷରୁ ଊର୍ଦ୍ଧ୍ୱ ଲୋକମାନଙ୍କୁ ସୈନ୍ୟଶ୍ରେଣୀରେ ଭୁକ୍ତ କରିବାକୁ ଗଣନା କର।” Viz kapitola |