ଗଣନା ପୁସ୍ତକ 26:65 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT65 କାରଣ ସଦାପ୍ରଭୁ ସେମାନଙ୍କ ବିଷୟରେ କହିଥିଲେ ଯେ, “ସେମାନେ ଅବଶ୍ୟ ଏହି ପ୍ରାନ୍ତରରେ ମରିବେ; ଏହେତୁ ସେମାନଙ୍କ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ବ୍ୟତୀତ ଏକ ଜଣ ହିଁ ଅବଶିଷ୍ଟ ରହିଲା ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)65 କାରଣ ସଦାପ୍ରଭୁ ସେମାନଙ୍କ ବିଷୟରେ କହିଥିଲେ ଯେ, ସେମାନେ ଅବଶ୍ୟ ଏହି ପ୍ରାନ୍ତରରେ ମରିବେ; ଏହେତୁ ସେମାନଙ୍କ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ଛଡ଼ା ଏକ ଜଣ ହିଁ ଅବଶିଷ୍ଟ ରହିଲା ନାହିଁ। Viz kapitolaଓଡିଆ ବାଇବେଲ65 କାରଣ ସଦାପ୍ରଭୁ ସେମାନଙ୍କ ବିଷୟରେ କହିଥିଲେ ଯେ, “ସେମାନେ ଅବଶ୍ୟ ଏହି ପ୍ରାନ୍ତରରେ ମରିବେ; ଏହେତୁ ସେମାନଙ୍କ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ବ୍ୟତୀତ ଏକ ଜଣ ହିଁ ଅବଶିଷ୍ଟ ରହିଲା ନାହିଁ।” Viz kapitolaପବିତ୍ର ବାଇବଲ65 କାରଣ ସଦାପ୍ରଭୁ ସେମାନଙ୍କ ବିଷୟରେ କହିଥିଲେ ଯେ, ସେମାନେ ଅବଶ୍ୟ ଏହି ମରୁଭୂମିରେ ମରିବେ। କେବଳ ସେମାନଙ୍କ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ୍ ଓ ନୂନର ପୁତ୍ର ଯିହୋଶୂୟ ବଞ୍ଚି ରହିଲେ, ବାକି ସମସ୍ତେ ମଲେ। Viz kapitola |