Online Bible

- Reklamy -




ଗଣନା ପୁସ୍ତକ 26:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେହି ଇଲୀୟାବ୍‍ର ସନ୍ତାନ ନମୂୟେଲ, ଦାଥନ ଓ ଅବୀରାମ; କୋରହର ଦଳୀୟ ଲୋକମାନେ ଯେତେବେଳେ ସଦାପ୍ରଭୁଙ୍କ ପ୍ରତିକୂଳରେ ବିବାଦ କଲେ, ସେତେବେଳେ ସେମାନଙ୍କ ମଧ୍ୟରୁ ମଣ୍ଡଳୀର ଆହୂତ ଲୋକ ଯେ ଦାଥନ ଓ ଅବୀରାମ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବିବାଦ କରିଥିଲେ, ସେମାନେ ଏହି ଦୁଇ ଜଣ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ସେହି ଇଲୀୟାବର ସନ୍ତାନ ନମୂୟେଲ ଓ ଦାଥନ୍ ଓ ଅବୀରାମ୍; କୋରହର ଦଳୀୟ ଲୋକମାନେ ଯେତେବେଳେ ସଦାପ୍ରଭୁଙ୍କ ପ୍ରତିକୂଳରେ ବିବାଦ କଲେ, ସେତେବେଳେ ସେମାନଙ୍କ ମଧ୍ୟରୁ ମଣ୍ତଳୀର ଆହୂତ ଲୋକ ଯେ ଦାଥନ୍ ଓ ଅବୀରାମ୍ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବିବାଦ କରିଥିଲେ, ସେମାନେ ଏହି ଦୁଇ ଜଣ।

Viz kapitola kopírovat

ଓଡିଆ ବାଇବେଲ

9 ସେହି ଇଲୀୟାବ୍‍ର ସନ୍ତାନ ନମୂୟେଲ, ଦାଥନ ଓ ଅବୀରାମ୍‍; କୋରହର ଦଳୀୟ ଲୋକମାନେ ଯେତେବେଳେ ସଦାପ୍ରଭୁଙ୍କ ପ୍ରତିକୂଳରେ ବିବାଦ କଲେ, ସେତେବେଳେ ସେମାନଙ୍କ ମଧ୍ୟରୁ ମଣ୍ଡଳୀର ଆହୂତ ଲୋକ ଯେ ଦାଥନ ଓ ଅବୀରାମ୍‍ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବିବାଦ କରିଥିଲେ, ସେମାନେ ଏହି ଦୁଇ ଜଣ।

Viz kapitola kopírovat

ପବିତ୍ର ବାଇବଲ

9 ଆଉ ଇଲୀୟାବର ତିନିପୁତ୍ର ଯଥା: ନମୂୟେଲ, ଦାଥନ୍ ଓ ଅବୀରାମ। କୋରହର ଦଳୀୟ ଲୋକମାନେ ଯେତେବେଳେ ସଦାପ୍ରଭୁଙ୍କ ପ୍ରତିକୂଳରେ ବିବାଦ କଲେ, ସେତେବେଳେ ଦାଥନ୍ ଓ ଅବୀରାମ ଦୁଇ ଅଧିପତି ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ଯାଇଥିଲେ।

Viz kapitola kopírovat




ଗଣନା ପୁସ୍ତକ 26:9

Následuj nás:

Reklamy


Reklamy