ଗଣନା ପୁସ୍ତକ 28:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ‘ତୁମ୍ଭେମାନେ ଆମ୍ଭର ତୁଷ୍ଟିଜନକ ଆଘ୍ରାଣାର୍ଥେ ଆମ୍ଭର ଉପହାର, ଅର୍ଥାତ୍, ଆମ୍ଭ ଉଦ୍ଦେଶ୍ୟରେ ଅଗ୍ନିକୃତ ନାନା ନୈବେଦ୍ୟାର୍ଥକ ଆମ୍ଭର ଯେଉଁ ଭକ୍ଷ୍ୟ, ତାହା ତହିଁର ନିରୂପିତ ସମୟରେ ଉତ୍ସର୍ଗ କରିବାକୁ ମନୋଯୋଗ କରିବ।’ Viz kapitolaପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ତୁମ୍ଭେମାନେ ଆମ୍ଭର ତୁଷ୍ଟିଜନକ ଆଘ୍ରାଣାର୍ଥେ ଆମ୍ଭର ଉପହାର, ଅର୍ଥାତ୍, ଆମ୍ଭ ଉଦ୍ଦେଶ୍ୟରେ ଅଗ୍ନିକୃତ ନାନା ନୈବେଦ୍ୟାର୍ଥକ ଆମ୍ଭର ଯେଉଁ ଭକ୍ଷ୍ୟ, ତାହା ତହିଁର ନିରୂପିତ ସମୟରେ ଉତ୍ସର୍ଗ କରିବାକୁ ମନୋଯୋଗ କରିବ। Viz kapitolaଓଡିଆ ବାଇବେଲ2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ତୁମ୍ଭେମାନେ ଆମ୍ଭର ତୁଷ୍ଟିଜନକ ଆଘ୍ରାଣାର୍ଥେ ଆମ୍ଭର ଉପହାର, ଅର୍ଥାତ୍, ଆମ୍ଭ ଉଦ୍ଦେଶ୍ୟରେ ଅଗ୍ନିକୃତ ନାନା ନୈବେଦ୍ୟାର୍ଥକ ଆମ୍ଭର ଯେଉଁ ଭକ୍ଷ୍ୟ, ତାହା ତହିଁର ନିରୂପିତ ସମୟରେ ଉତ୍ସର୍ଗ କରିବାକୁ ମନୋଯୋଗ କରିବ। Viz kapitolaପବିତ୍ର ବାଇବଲ2 “ଇସ୍ରାଏଲର ଲୋକମାନଙ୍କୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ସେମାନେ ମୋର ନୈବେଦ୍ୟ ମୋର ଖାଦ୍ୟ ଠିକ୍ ସମୟରେ ସୁବାସିତ ଉପହାରରୂପେ ମୋ’ ନିକଟକୁ ଆଣିବେ। Viz kapitola |