ଗଣନା ପୁସ୍ତକ 28:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ତୁମ୍ଭେ ସେମାନଙ୍କୁ କହିବ, ‘ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ତାହା ଏହି; ପ୍ରତିଦିନ ନିତ୍ୟ ହୋମ ନିମନ୍ତେ ଏକ ବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୁଣି ତୁମ୍ଭେ ସେମାନଙ୍କୁ କହିବ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ତାହା ଏହି; ପ୍ରତି ଦିନ ନିତ୍ୟ ହୋମ ନିମନ୍ତେ ଏକବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ। Viz kapitolaଓଡିଆ ବାଇବେଲ3 ପୁଣି, ତୁମ୍ଭେ ସେମାନଙ୍କୁ କହିବ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ତାହା ଏହି; ପ୍ରତି ଦିନ ନିତ୍ୟ ହୋମ ନିମନ୍ତେ ଏକବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ। Viz kapitolaପବିତ୍ର ବାଇବଲ3 ସେମାନଙ୍କୁ କୁହ, ସେମାନେ ନିମ୍ନରେ ଦର୍ଶାଯାଇଥିବା ଉପହାରଗୁଡ଼ିକ ସଦାପ୍ରଭୁଙ୍କ ନିକଟକୁ ଆଣିବେ। ନିତ୍ୟ ହୋମ ନିମନ୍ତେ ଏକ ବର୍ଷୀୟ ନିଖୁଣ ଦୁଇଟି ମେଷବତ୍ସ ଉତ୍ସର୍ଗ କରିବେ। Viz kapitola |