ଗଣନା ପୁସ୍ତକ 29:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 “ଆଉ ସପ୍ତମ ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ଗୋଟିଏ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ସେହି ଦିନ ତୁମ୍ଭମାନଙ୍କ ପ୍ରତି ତୂରୀଧ୍ୱନିର ଦିନ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଆଉ ସପ୍ତମ ମାସରେ, ସେହି ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ଗୋଟିଏ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ସେହିଦିନ ତୁମ୍ଭମାନଙ୍କ ପ୍ରତି ତୂରୀଧ୍ଵନିର ଦିନ। Viz kapitolaଓଡିଆ ବାଇବେଲ1 ଆଉ ସପ୍ତମ ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ଗୋଟିଏ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ସେହି ଦିନ ତୁମ୍ଭମାନଙ୍କ ପ୍ରତି ତୂରୀଧ୍ୱନିର ଦିନ। Viz kapitolaପବିତ୍ର ବାଇବଲ1 “ଆଉ ସପ୍ତମ ମାସର ପ୍ରଥମ ଦିନରେ, ତୁମ୍ଭମାନଙ୍କର ଗୋଟିଏ ପବିତ୍ରସଭା ହେବା ଉଚିତ୍। ସେହି ଦିନରେ ତୁମ୍ଭେମାନେ କୌଣସି କାର୍ଯ୍ୟ କରିବା ଉଚିତ୍ ନୁହଁ। ସେହି ଦିନଟି ତୁମ୍ଭମାନଙ୍କ ପାଇଁ ତୂରୀଧ୍ୱନି କରିବାର ଦିନ। Viz kapitola |