ଗଣନା ପୁସ୍ତକ 3:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 “ତୁମ୍ଭେ ଲେବୀୟ ବଂଶକୁ ଆଣି ହାରୋଣ ଯାଜକଙ୍କ ସମ୍ମୁଖରେ ଉପସ୍ଥିତ କରାଅ, ସେମାନେ ତାହାର ସେବା କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ତୁମ୍ଭେ ଲେବୀୟ ବଂଶକୁ ଆଣି ହାରୋଣ ସମ୍ମୁଖରେ ଉପସ୍ଥିତ କରାଅ, ସେମାନେ ତାହାର ସେବା କରିବେ। Viz kapitolaଓଡିଆ ବାଇବେଲ6 “ତୁମ୍ଭେ ଲେବୀୟ ବଂଶକୁ ଆଣି ହାରୋଣ ଯାଜକଙ୍କ ସମ୍ମୁଖରେ ଉପସ୍ଥିତ କରାଅ, ସେମାନେ ତାହାର ସେବା କରିବେ। Viz kapitolaପବିତ୍ର ବାଇବଲ6 “ତୁମ୍ଭେ ଲେବୀ ଗୋଷ୍ଠୀର ସମସ୍ତ ଲୋକଙ୍କୁ ଆଣି ହାରୋଣ ସମ୍ମୁଖରେ ଉପସ୍ଥିତ କରାଅ, ସେମାନେ ତାହାର ସେବା କରିବେ। Viz kapitola |