ଗଣନା ପୁସ୍ତକ 30:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ମାତ୍ର ତାହାର ସ୍ୱାମୀ ଯଦି ଦିନକୁ ଦିନ ତାହା ପ୍ରତି ସର୍ବତୋଭାବେ ତୁନି ହୋଇ ରହେ, ତେବେ ସେ ତାହାର ସମସ୍ତ ମାନତ ଅବା ତାହାର ସମସ୍ତ ପ୍ରତିଜ୍ଞା ସ୍ଥିର କରେ। ସେ ତାହା ଶୁଣିବା ଦିନ ତୁନି ହୋଇ ରହିବାରୁ ତାହା ସ୍ଥିର କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)14 ମାତ୍ର ତାହାର ସ୍ଵାମୀ ଯେବେ ଦିନକୁ ଦିନ ତାହା ପ୍ରତି ସର୍ବତୋଭାବେ ତୁନି ହୋଇ ରହେ, ତେବେ ସେ ତାହାର ସମସ୍ତ ମାନତ ଅବା ତାହାର ସମସ୍ତ ବ୍ରତ ସ୍ଥିର କରେ। ସେ ତାହା ଶୁଣିବା ଦିନ ତୁନି ହୋଇ ରହିବାରୁ ତାହା ସ୍ଥିର କଲା। Viz kapitolaଓଡିଆ ବାଇବେଲ14 ମାତ୍ର ତାହାର ସ୍ୱାମୀ ଯଦି ଦିନକୁ ଦିନ ତାହା ପ୍ରତି ସର୍ବତୋଭାବେ ତୁନି ହୋଇ ରହେ, ତେବେ ସେ ତାହାର ସମସ୍ତ ମାନତ ଅବା ତାହାର ସମସ୍ତ ପ୍ରତିଜ୍ଞା ସ୍ଥିର କରେ। ସେ ତାହା ଶୁଣିବା ଦିନ ତୁନି ହୋଇ ରହିବାରୁ ତାହା ସ୍ଥିର କଲା। Viz kapitolaପବିତ୍ର ବାଇବଲ14 ଯଦି ତା'ର ସ୍ୱାମୀ ଶୁଣିବା ପରଠାରୁ ନୀରବ ହୋଇ ରହେ, ତେବେ ତା'ର ପ୍ରତିଜ୍ଞାଗୁଡ଼ିକ ପାଳନ କରାଯିବ କାରଣ ତା'ର ସ୍ୱାମୀ ନୀରବ ହୋଇ ରହିଲା, ଯେତେବେଳେ ସେ ଏବିଷୟରେ ଶୁଣିଲା। Viz kapitola |